ମାର୍ଚ୍ଚ ୬ରୁ ଯୁକ୍ତ ଦୁଇ ଥିଓରୀ ପରୀକ୍ଷା  

ଭୁବନେଶ୍ୱର: ମାର୍ଚ୍ଚ ୬ରୁ ହେବ ଯୁକ୍ତ ଦୁଇ ପରୀକ୍ଷା। ଏହା ମାର୍ଚ୍ଚ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ବାସୁଦେବ ଛାଟୋଇ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,“ଦିନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ପରୀକ୍ଷା ହେବ।” ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଜାନୁଆରୀ ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ହେବ ବୋଲି ସେ ସୂଚନା ଦେଇଛନ୍ତି।

basudev chhatoi

Rakesh Mallick
  • Published: Wednesday, 09 November 2016
  • , Updated: 09 November 2016, 06:54 PM IST

ଭୁବନେଶ୍ୱର: ମାର୍ଚ୍ଚ ୬ରୁ ହେବ ଯୁକ୍ତ ଦୁଇ ପରୀକ୍ଷା। ଏହା ମାର୍ଚ୍ଚ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ବାସୁଦେବ ଛାଟୋଇ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ଦିନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ପରୀକ୍ଷା ହେବ।”

ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଜାନୁଆରୀ ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ହେବ ବୋଲି ସେ ସୂଚନା ଦେଇଛନ୍ତି।

Related story