Advertisment

ବାରିପଦାରେ ଆଜି ରଥଟଣା,ସୁଭଦ୍ରାଙ୍କ ରଥକୁ ଟାଣିବେ ମହିଳା

ବାରିପଦା: ଦ୍ୱିତୀୟ ଶ୍ରୀକ୍ଷେତ୍ର କୁହାଯାଉଥିବା ବାରିପଦାରେ ଆଜି ରଥ ଟଣା ହେବ। ଗତକାଲି ତିନି ଠାକୁର ପହଣ୍ଡି ବିଜେ ପରେ ରଥାରୂଢ଼ ହୋଇଛନ୍ତି। ପରମ୍ପରା ଅନୁଯାୟୀ ଆଜି ଏଠାରେ ଭକ୍ତମାନେ ରଥ ଟାଣିବେ। ପ୍ରଥମେ ବଳଭଦ୍ରଙ୍କ ରଥ ଟଣାଯିବ। ପରେ ମହିଳା ଭକ୍ତମାନେ ଦେବୀ ସୁଭଦ୍ରାଙ୍କ ରଥ ଟାଣିବେ।

ଗତକାଲି ରୀତିନୀତି ଅନୁଯାୟୀ ତିନି ଠାକୁରଙ୍କୁ ଗୋଟି ପହଣ୍ଡିରେ ଅଣାଯାଇ ରଥାରୂଢ଼ କରାଯାଇଥିଲା। ଏହି ସମୟରେ ହଜାର ହଜାର ଶ୍ରଦ୍ଧାଳୁ ରଥରେ ତିନି ଠାକୁରଙ୍କୁ ଦର୍ଶନ କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe