ପଞ୍ଚୁକ ବ୍ରତ ଆରମ୍ଭ: ଶ୍ରୀଜିଉଙ୍କ ଲକ୍ଷ୍ମୀନାରାୟଣ ବେଶ ଦେଖିବାକୁ ଭକ୍ତଙ୍କ ଭିଡ଼

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ। ପ୍ରଥମ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ସିଂହଦ୍ୱାର ଚଳଚଞ୍ଚଳ ହୋଇପଡ଼ିଛି। ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଜମିଛି ପୁରୀରେ। ଭକ୍ତମାନେ ଯେପରି ସୁରୁଖୁରୁରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ଭିତରେ ଓ ବାହାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ଅନ୍ୟପକ୍ଷରେ ଆଜିର ଦିନରେ ମହାପ୍ରଭୁଙ୍କର ୪ମାସର ନିଦ୍ରାଭଙ୍ଗ ହେଉଥିବାରୁ ଏହାକୁ ହରିଉତ୍ଥାପନ ଏକାଦଶୀ […]

puri1111111

puri1111111

Rakesh Mallick
  • Published: Friday, 11 November 2016
  • Updated: 11 November 2016, 02:00 PM IST

Sports

Latest News

ପୁରୀ: ଆଜିଠାରୁ ଆରମ୍ଭ ହୋଇଛି ପଞ୍ଚୁକ ବ୍ରତ। ପ୍ରଥମ ଦିନରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଲକ୍ଷ୍ମୀନାରାୟଣ ବେଶ ଦର୍ଶନ ପାଇଁ ସିଂହଦ୍ୱାର ଚଳଚଞ୍ଚଳ ହୋଇପଡ଼ିଛି। ଲକ୍ଷାଧିକ ଭକ୍ତଙ୍କ ଭିଡ଼ ଜମିଛି ପୁରୀରେ। ଭକ୍ତମାନେ ଯେପରି ସୁରୁଖୁରୁରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ସେଥିପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ଭିତରେ ଓ ବାହାରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।

ଅନ୍ୟପକ୍ଷରେ ଆଜିର ଦିନରେ ମହାପ୍ରଭୁଙ୍କର ୪ମାସର ନିଦ୍ରାଭଙ୍ଗ ହେଉଥିବାରୁ ଏହାକୁ ହରିଉତ୍ଥାପନ ଏକାଦଶୀ କୁହାଯାଇଥାଏ ବୋଲି ଜଗନ୍ନାଥ ସଂସ୍କୃତି ଗବେଷକ ପଣ୍ଡିତ ସୂର୍ଯ୍ୟନାରାୟଣ ରଥଶର୍ମା କହିଛନ୍ତି।

ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରୁ ମହାପ୍ରଭୁ ନିଦ୍ରା ଯାଇଥିଲେ। ଆଉ ଆଜି କାର୍ତ୍ତିକ ଶୁକ୍ଳପକ୍ଷ ଏକାଦଶୀ ବା ପବିତ୍ର ପଞ୍ଚୁକର ପ୍ରଥମ ଦିନରେ ମହାପ୍ରଭୁ ନିଦ୍ରାଭଙ୍ଗ କରିଥାନ୍ତି, ଯାହାକୁ ହରିଉତ୍ଥାପନ ଏକାଦଶୀ କୁହାଯାଇଥାଏ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story