ଶ୍ରୀମନ୍ଦିରର ବାଇଶି ପାହାଚରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ପୁରୀ: ପୁରୀ ଶ୍ରୀମନ୍ଦିରର ବାଇଶି ପାହାଚରେ ପଡ଼ି ଆଜି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଉଦୟନାଥ ପାଢୀ। ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ପିଚୁକୁଳିରେ। ସେ ପରିବାର ସହ ପୁରୀ ବୁଲିବାକୁ ଆସିଥିଲେ। ଦର୍ଶନ ସାରି ଫେରୁଥିବା ବେଳେ ଅସାବଧାନତା ଯୋଗୁଁ ତାଙ୍କ ଗୋଡ଼ ଖସି ଯାଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ  ଘୋଷଣା କରିଥିଲେ।

puri

Rakesh Mallick
  • Published: Saturday, 08 October 2016
  • , Updated: 08 October 2016, 03:05 PM IST

ପୁରୀ: ପୁରୀ ଶ୍ରୀମନ୍ଦିରର ବାଇଶି ପାହାଚରେ ପଡ଼ି ଆଜି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଉଦୟନାଥ ପାଢୀ। ତାଙ୍କ ଘର ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ପିଚୁକୁଳିରେ। ସେ ପରିବାର ସହ ପୁରୀ ବୁଲିବାକୁ ଆସିଥିଲେ। ଦର୍ଶନ ସାରି ଫେରୁଥିବା ବେଳେ ଅସାବଧାନତା ଯୋଗୁଁ ତାଙ୍କ ଗୋଡ଼ ଖସି ଯାଇଥିଲା।

ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ  ଘୋଷଣା କରିଥିଲେ।

Related story