ପଞ୍ଚଭୂତରେ ଲୀନ ହେଲା ପ୍ୟାରୀଙ୍କ ପାର୍ଥିବ ଶରୀର

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହୋଇଛି ରାଜ୍ୟ ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ୟାରୀମୋହନ ମହାପାତ୍ରଙ୍କ ପାର୍ଥିବ ଶରୀର। ଶୋକାକୁଳ ପରିବେଶରେ ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ପ୍ୟାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ପୁଅ ସମ୍ବିତ ବାପାଙ୍କୁ ମୁଖାଗ୍ନି ଦେଇଥିଲେ। ଶେଷକୃତ୍ୟ ସମୟରେ ମନ୍ତ୍ରୀ, ବିଧାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ଆଜି ମଧ୍ୟାହ୍ନରେ ପ୍ୟାରୀଙ୍କ ମରଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଏକାଧିକ ମନ୍ତ୍ରୀ ଓ ନେତା ତାଙ୍କ ଶେଷ ଦର୍ଶନ କରିଥିଲେ। ସେଠାରୁ […]

pyari4

pyari4

Rakesh Mallick
  • Published: Monday, 20 March 2017
  • Updated: 20 March 2017, 09:27 PM IST

Sports

Latest News

ଭୁବନେଶ୍ୱର: ପଞ୍ଚଭୂତରେ ଲୀନ ହୋଇଛି ରାଜ୍ୟ ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ୟାରୀମୋହନ ମହାପାତ୍ରଙ୍କ ପାର୍ଥିବ ଶରୀର। ଶୋକାକୁଳ ପରିବେଶରେ ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ପ୍ୟାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ପୁଅ ସମ୍ବିତ ବାପାଙ୍କୁ ମୁଖାଗ୍ନି ଦେଇଥିଲେ।

ଶେଷକୃତ୍ୟ ସମୟରେ ମନ୍ତ୍ରୀ, ବିଧାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

ଆଜି ମଧ୍ୟାହ୍ନରେ ପ୍ୟାରୀଙ୍କ ମରଶରୀର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଏକାଧିକ ମନ୍ତ୍ରୀ ଓ ନେତା ତାଙ୍କ ଶେଷ ଦର୍ଶନ କରିଥିଲେ। ସେଠାରୁ ତାଙ୍କ ମରଶରୀର ସହିଦନଗର ସ୍ଥିତ ତାଙ୍କ ବାସଭବନ A/111କୁ ନିଆଯାଇଥିଲା।

କେନ୍ଦ୍ରମନ୍ତ୍ରୀ ସୁରେଶ ପ୍ରଭୁ, ଧର୍ମେନ୍ଦ୍ର ପ୍ରଧାନ, ସାଂସଦ ପ୍ରସନ୍ନ ପାଟ୍ଟଶାଣୀ, ବୈଜୟନ୍ତ ପଣ୍ଡା, ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ବିଜେପି ରାଜ୍ୟ ସଭାପତି ବସନ୍ତ ପଣ୍ଡା, ବିରୋଧି ଦଳ ନେତା ନରସିଂହ ମିଶ୍ରଙ୍କ ସମେତ ମନ୍ତ୍ରୀ, ବିଧାୟକ ଓ ବିଭିନ୍ନ ଦଳର ରାଜନେତା ପ୍ୟାରୀଙ୍କ ମରଶରୀରରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ତାଙ୍କ ଶୋକ ସନ୍ତପ୍ତ  ପରିବାରକୁ ସମବେଦନା ଜଣାଇଥିଲେ।

କେବଳ ରାଜନେତା ନୁହନ୍ତି ପ୍ୟାରୀଙ୍କୁ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କେନ୍ଦ୍ରାଞ୍ଚଳ ଆରଡିସିଙ୍କଠାରୁ ଆରମ୍ଭ କରି ଅବସରପ୍ରାପ୍ତ ପ୍ରଶାସକ, ସାହିତ୍ୟିକ, ବୁଦ୍ଧିଜୀବୀ, ତାଙ୍କର ବହୁ ସହପାଠୀ, ଅନୁଗାମୀ ଓ ଶୁଭେଚ୍ଛୁଙ୍କର ମଧ୍ୟ ଭିଡ ଲାଗିଥିଲା।

ଦୀର୍ଘଦିନର ଅସୁସ୍ଥତା ପରେ ଗତକାଲି ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ରାତି ପ୍ରାୟ ୯ଟା ୪୦ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story