ରବି ରାୟଙ୍କ ସମ୍ମାନର୍ଥେ ଆସନ୍ତାକାଲି ରାଜ୍ୟରେ ଦିନିକିଆ ଶୋକ

ଭୁବନେଶ୍ୱର: ପୂର୍ବତନ ଲୋକସଭା ବାଚସ୍ପତି ରବି ରାୟଙ୍କ ସମ୍ମାନର୍ଥେ ଆସନ୍ତାକାଲି ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି। ଏହାସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱର୍ଗତ ରାୟଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବା ବୋଲି କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ଆଜି କଟକ ବଡ଼ ମେଡିକାଲର ସେଣ୍ଟ୍ରାଲ୍ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

RabiRay

RabiRay

Rakesh Mallick
  • Published: Monday, 06 March 2017
  • Updated: 07 March 2017, 08:21 AM IST

Sports

Latest News

ଭୁବନେଶ୍ୱର: ପୂର୍ବତନ ଲୋକସଭା ବାଚସ୍ପତି ରବି ରାୟଙ୍କ ସମ୍ମାନର୍ଥେ ଆସନ୍ତାକାଲି ରାଜ୍ୟରେ ଦିନିକିଆ ଶୋକ ପାଳନ କରାଯିବ। ଏନେଇ ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଘୋଷଣା କରାଯାଇଛି। ଏହାସହ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ୱର୍ଗତ ରାୟଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବା ବୋଲି କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ଆଜି କଟକ ବଡ଼ ମେଡିକାଲର ସେଣ୍ଟ୍ରାଲ୍ ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos