ବେକାର ଯୁବକ ଯୁବତୀଙ୍କ ପାଇଁ ଖୁସି ଖବର। ଖୁବଶୀଘ୍ର ଭାରତୀୟ ରେଳ ବିଭାଗ ବିଭିନ୍ନ ସ୍ଥାନରେ ଖାଲିଥିବା ପଦବୀ ପୂରଣ କରିବାକୁ ଯାଉଛି। ଏଥିପାଇଁ ମହାରାଷ୍ଟ୍ରରେ ମଧ୍ୟ ରେଳବାଇ ପକ୍ଷରୁ ଆପ୍ରେଣ୍ଟିକ୍ ବିଭାଗର୨୧୯୬ଟି ପଦବୀ ପାଇଁ ଦରଖାସ୍ତ ଆହ୍ୱାନ କରାଯାଇଛି। ଦରଖାସ୍ତ ଆବେଦନର ଶେଷ ତାରିଖ ନଭେମ୍ବର ୨୯, ୨୦୧୭ ପର୍ଯ୍ୟନ୍ତ ରଖାଯାଇଛି।
ଏହି ପଦବୀରେ ଆବେଦନ କରିବା ପାଇଁ ଶିକ୍ଷାଗତ ଯୋଗ୍ୟତା ମେଟ୍ରିକ ପାସ କିମ୍ବା ଆଇଟିଆଇ ପାସ ହୋଇଥିବା ନିହାତି ଆବଶ୍ୟକ। ଏଥିସହ ତାଙ୍କ ବୟସ୧୫-୨୪ ମଧ୍ୟରେ ହୋଇଥିବ। ଆବେଦନକାରୀଙ୍କ ଶିକ୍ଷାଗତ ଯୋଗ୍ୟାତାକୁ ନେଇ ଏକ ପ୍ରବେଶିକା ପରୀକ୍ଷା କରାଯିବ। ଏଥିରେ ଭଲ କରିଥିବା ଆବେଦନକାରୀଙ୍କୁ ଚୟନ କରାଯିବ।
ଆବେଦନକାରୀ ଷ୍ଟେଟ ବ୍ୟାଙ୍କ ମାଧ୍ୟମରେ ୧୦୦ ଟଙ୍କାର ଏକ ଚାଲାଣ କାଟି ଆବେଦନ କରିପାରିବେ। ଅନଲାଇନ୍ରେ ଆବେଦନ ପାଇଁ www.rrcactapp.in କୁ ଲଗଇନ୍ କରିବାକୁ ବ୍ୟବସ୍ଥା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆମେରିକା ଝିଅ ହେଲେ ଓଡ଼ିଆ ବୋହୂ: ବଖାଣିଲେ କେମିତି ବଦଳିଲା ଜୀବନଶୈଳୀ
ଓଡ଼ିଆ ଯୁବକଙ୍କୁ ବବାହ କରି ବେଙ୍ଗାଲୁରୁରେ ରହୁଛନ୍ତି ଆମେରିକାର ହାନ୍ନା। କହିଲେ ସବୁ ବୋହୁ ମୋ ଭଳି ଭାଗ୍ୟବତୀ ନୁହନ୍ତି।
Special
ଭୋକର ଭୂଗୋଳ ଭିତରେ ଏମାନଙ୍କ ପାଇଁ ନୂଆବର୍ଷ ଅର୍ଥ କ’ଣ?
ବାପାଙ୍କ ଦେହାନ୍ତ ପରେ ବିକାଶଙ୍କ ପାଠ ପଢାରେ ଡୋରୀ ବାନ୍ଧିଲେ। ପେଟ ଚାଖଣ୍ଡକ ପାଇଁ ସେ ଅନୁଗୋଳରେ ଏକ ଧୂପ କମ୍ପାନୀରେ କାମ କରୁଥିଲେ। ସେଠାରେ କାମ କରୁଥିବା ବେଳେ ଅଞ୍ଜଳି ପାଲ୍ଙ୍କ ସଂସ୍ପର୍ଶରେ ଆସିଥିଲେ ବିକାଶ।
Special
ବୟସ କମ୍ କିନ୍ତୁ ବୁଦ୍ଧି ପ୍ରଖର; ସପ୍ତମ ଛାତ୍ର କହୁଛି ମୁଁ ଦଶମ ପରୀକ୍ଷା ଦେବି
କେବଳ ପାଠରେ ନୁହେଁ,ଉପସ୍ଥିତ ବୁଦ୍ଧି, ସାଧାରଣ ଜ୍ଞାନ, ଆଇକ୍ୟୁ ଏବଂ ଅନ୍ୟ ସମସ୍ତ ଏକାଡେମୀକ ଆକ୍ଟିଭିଟିରେ ବି ସେ ନିଜ ବୟସର ପିଲାମାନଙ୍କୁ ବେଶ ପଛରେ ଛାଡିଯାଇଛନ୍ତି। ଜଣେ ସପ୍ତମ ଶ୍ରେଣୀ ଛାତ୍ରଙ୍କ ବୁଦ୍ଧିମତା ଦେଖି ଦଶମ ଛାତ୍ର ବି ଛାନିଆ ।
Special
କାହାକୁ ଖୋଜୁଛି ବାଘୁଣୀ ‘ଜିନ୍ନତ’? କାହିଁକି ବୁଲୁଛି ୩ ରାଜ୍ୟରେ?
ଚର୍ଚ୍ଚା ହେଉଛି, ଶିମିଳିପାଳ କୋର ଏରିଆରେ ଶିକାର କରିବା ପରେ ସାଥୀ ଖୋଜିଥିଲା ‘ଜିନ୍ନତ’। ହେଲେ ମନ ପସନ୍ଦର ସାଥୀଟିଏ ପାଇନଥିଲା। ଯେଉଁଥିପାଇଁ ଅଭୟାରଣ୍ୟ ମଝିରେ କିଛି ଦିନ ଘୂରି ବୁଲିଥିଲା।
Special
ଗାଁରୁ ପଞ୍ଚାୟତ ୨୦ କିମି; ନର୍କ ଯନ୍ତ୍ରଣା ଭୋଗୁଛନ୍ତି ଲୋକେ
ପାଦେ ପାଦେ ଜୀବନ ପ୍ରତି ବିପଦ ଥିବା ସତ୍ତ୍ୱେ ଲୋକଙ୍କୁମାନେ ଯିବା ପାଇଁ ବାଧ୍ୟ ହେଉଛନ୍ତି। କାହିଁକି ନା ପେଟର ଭୋକ ସେମାନଙ୍କ ପାଦକୁ ଜଙ୍ଗଲୀ ରାସ୍ତାରେ ଆଗକୁ ଟାଣି ନେଉଛି।