ଭୁବନେଶ୍ୱର: ରାଜ୍ୟ ପର୍ଯ୍ୟଟନସ୍ଥଳୀ ତାଲିକାରୁ ବାଦ୍ ପଡିଲା ତ୍ରାହି ଅଚ୍ୟୁତ ଆଶ୍ରମ। ଆଶ୍ରମକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ପ୍ରତ୍ୟାହାର ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପର୍ଯ୍ୟଟନ ବିଭାଗର ୱେବସାଇଟ୍ ତାଲିକାରୁ ମଧ୍ୟ ଆଶ୍ରମ ନାଁକୁ ବାଦ୍ ଦିଆଯାଇଛି। ଝିଇଁଣ୍ଟି ଶାସନରେ ଥିବା ତ୍ରାହି ଅଚ୍ୟୁତ ଆଶ୍ରମର ମୁଖ୍ୟ ସୁରବାବା ଗିରଫ ହେବା ପରେ ଆଶ୍ରମକୁ କେଉଁ ମାନଦଣ୍ଡରେ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦିଆଯାଇଥିଲା ସେନେଇ ତର୍ଜମା ଚାଲିଥିଲା। ଶେଷରେ ଆଜି ଆଶ୍ରମକୁ ପର୍ଯ୍ୟଟନସ୍ଥଳୀ ତାଲିକାରୁ ବାଦ୍ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।