ରାଜ୍ୟର ବିଭିନ୍ନ ସ୍ଥାନରେ ବିଶ୍ୱ ଯୋଗ ଦିବସ ପାଳିତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଳିତ ହୋଇଛି ବିଶ୍ୱ ଯୋଗ ଦିବସ। ରାଜଧାନୀର ଜନତା ମଇଦାନରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଆୟୋଜିତ ଯୋଗ ଶିବିରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଯୋଗ ମାନସିକ ସନ୍ତୁଳନର ବୈଜ୍ଞାନିକ ପ୍ରକ୍ରିୟା ବୋଲି ଏହି ଅବସରରେ ଧର୍ମେନ୍ଦ୍ର  କହିଛନ୍ତି। କଳିଙ୍ଗ ଷ୍ଟାଡିୟମରେ ପତଞ୍ଜଳି ଯୋଗ ସମିତି ପକ୍ଷରୁ ଆୟୋଜିତ ଶିବିରରେ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ଯୋଗ […]

joga

joga

Rakesh Mallick
  • Published: Tuesday, 21 June 2016
  • Updated: 21 June 2016, 09:40 AM IST

Sports

Latest News

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସହ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପାଳିତ ହୋଇଛି ବିଶ୍ୱ ଯୋଗ ଦିବସ। ରାଜଧାନୀର ଜନତା ମଇଦାନରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଆୟୋଜିତ ଯୋଗ ଶିବିରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିଲେ। ଯୋଗ ମାନସିକ ସନ୍ତୁଳନର ବୈଜ୍ଞାନିକ ପ୍ରକ୍ରିୟା ବୋଲି ଏହି ଅବସରରେ ଧର୍ମେନ୍ଦ୍ର  କହିଛନ୍ତି।

କଳିଙ୍ଗ ଷ୍ଟାଡିୟମରେ ପତଞ୍ଜଳି ଯୋଗ ସମିତି ପକ୍ଷରୁ ଆୟୋଜିତ ଶିବିରରେ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ମେୟର ଅନନ୍ତ ନାରାୟଣ ଜେନା ପ୍ରମୁଖ ଯୋଗ ଦେଇଥିଲେ। ରାଜଗାଙ୍ଗପୁରରେ ଆୟୋଜିତ ଶିବିରରେ କେନ୍ଦ୍ରମନ୍ତ୍ରୀ ଜୁଏଲ୍ ଓରାମ୍ ସାମିଲ ହୋଇଥିଲେ। ଭୁବନେଶ୍ୱର ସମେତ ପୁରୀ, କଟକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସମ୍ବଲପୁର ସମେତ ବିଭିନ୍ନ ସ୍ଥାନରେ ଯୋଗ ଶିବିରର ଆୟୋଜନ କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story