ପଲ୍ସ ପୋଲିଓ ଅଭିଯାନ ଆରମ୍ଭ

ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ପଲ୍ସ ପୋଲିଓ ଅଭିଯାନ ଆରମ୍ଭ ହୋଇଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହି ଅଭିଯାନ ଚାଲିବ। ୨ଟି ପର୍ଯ୍ୟାୟରେ ଏହି କାର୍ଯ୍ୟକ୍ରମ କରାଯାଉଛି। ଦ୍ୱିତୀୟ ପର୍ଯ୍ୟାୟ ଅଭିଯାନ ଏପ୍ରିଲ୍ ୨ରୁ ୪ ତାରିଖ ପର୍ଯ୍ୟନ୍ତ ହେବ। ଏହି ଅଭିଯାନରେ ଜନ୍ମରୁ ୫ ବର୍ଷ ବୟସ ପର୍ଯ୍ୟନ୍ତ ୪୪.୫ ଲକ୍ଷ ପିଲାଙ୍କୁ ପୋଲିଓ ବୁନ୍ଦା ଦେବାକୁ ଲକ୍ଷ୍ୟ ରଖାଯାଇଛି।

poilio1

Rakesh Mallick
  • Published: Sunday, 29 January 2017
  • , Updated: 29 January 2017, 10:41 AM IST

ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ପଲ୍ସ ପୋଲିଓ ଅଭିଯାନ ଆରମ୍ଭ ହୋଇଛି। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଏହି ଅଭିଯାନ ଚାଲିବ।

୨ଟି ପର୍ଯ୍ୟାୟରେ ଏହି କାର୍ଯ୍ୟକ୍ରମ କରାଯାଉଛି। ଦ୍ୱିତୀୟ ପର୍ଯ୍ୟାୟ ଅଭିଯାନ ଏପ୍ରିଲ୍ ୨ରୁ ୪ ତାରିଖ ପର୍ଯ୍ୟନ୍ତ ହେବ। ଏହି ଅଭିଯାନରେ ଜନ୍ମରୁ ୫ ବର୍ଷ ବୟସ ପର୍ଯ୍ୟନ୍ତ ୪୪.୫ ଲକ୍ଷ ପିଲାଙ୍କୁ ପୋଲିଓ ବୁନ୍ଦା ଦେବାକୁ ଲକ୍ଷ୍ୟ ରଖାଯାଇଛି।

Related story