ଓଡ଼ିଶାରେ ଖାଲିଥିବା ଗୋଟିଏ ରାଜ୍ୟସଭା ଆସନ ଲାଗି ଆଜି ପ୍ରକାଶ ପାଇବ ବିଜ୍ଞପ୍ତି

ଭୁବନେଶ୍ୱର: ଓଡ଼ିଶାରେ ଖାଲିଥିବା ଗୋଟିଏ ରାଜ୍ୟସଭା ଆସନ ଲାଗି ଆଜି ବିଜ୍ଞପ୍ତି ପ୍ରକାଶ ପାଇବ। ଏହାସହ ନାମାଙ୍କନ ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ।  ନାମାଙ୍କନ ଦାଖଲର ଶେଷ ତାରିଖ ମେ’ ୧୫ ରହିଛି। ୧୬ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୮ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ସଂଖ୍ୟା ଦୃଷ୍ଟିରୁ ଏହି ଆସନ ବିଜେଡି ଖାତାକୁ ଯିବ। ବିଷ୍ଣୁ ଦାସ ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଏହି ଆସନ ଖାଲି ଥିଲା। ରାଜ୍ୟସଭାକୁ […]

ffff

ffff

Rakesh Mallick
  • Published: Monday, 08 May 2017
  • Updated: 08 May 2017, 07:52 AM IST

Sports

Latest News

ଭୁବନେଶ୍ୱର: ଓଡ଼ିଶାରେ ଖାଲିଥିବା ଗୋଟିଏ ରାଜ୍ୟସଭା ଆସନ ଲାଗି ଆଜି ବିଜ୍ଞପ୍ତି ପ୍ରକାଶ ପାଇବ। ଏହାସହ ନାମାଙ୍କନ ଦାଖଲ ପ୍ରକ୍ରିୟା ମଧ୍ୟ ଆରମ୍ଭ ହେବ।  ନାମାଙ୍କନ ଦାଖଲର ଶେଷ ତାରିଖ ମେ’ ୧୫ ରହିଛି। ୧୬ ତାରିଖରେ ନାମାଙ୍କନ ଯାଞ୍ଚ ଓ ୧୮ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ସଂଖ୍ୟା ଦୃଷ୍ଟିରୁ ଏହି ଆସନ ବିଜେଡି ଖାତାକୁ ଯିବ। ବିଷ୍ଣୁ ଦାସ ରାଜ୍ୟସଭାରୁ ଇସ୍ତଫା ଦେବା ପରେ ଏହି ଆସନ ଖାଲି ଥିଲା।

ରାଜ୍ୟସଭାକୁ ଯିଏ ନିର୍ବାଚିତ ହେବେ ସେ ୧ଜୁଲାଇ ୨୦୨୨ ପର୍ଯ୍ୟନ୍ତ କାର୍ଯ୍ୟ କରିବେ। ତେବେ ବିଜେଡି କାହାକୁ ପ୍ରାର୍ଥୀ କରୁଛି ତାକୁ ନେଇ ସସପେନ୍ସ ଜାରି ରହିଛି।  ଦଳୀୟ ମୁଖପାତ୍ର ପ୍ରତାପ ଦେବ, ବରିଷ୍ଠ ନେତା ରଘୁନାଥ ମହାନ୍ତି, ଭୂପିନ୍ଦର ସିଂହ, ପ୍ରଶାନ୍ତ ନନ୍ଦ  ଓ ବିମ୍ବାଧର କୁଅଁରଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା ଜଣେ ବ୍ୟକ୍ତିଙ୍କୁ ରାଜ୍ୟ ସଭାକୁ ପଠାଯାଇପାରେ।

ଆସନ୍ତା ମେ’ ୨୫ ତାରିଖରେ ନିର୍ବାଚନ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story