୧୨ଏପ୍ରିଲ,ଗୁରୁବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କୁ ମାନ-ସମ୍ମାନ ମିଳିବ  

ମେଷ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ବୃଷ: ନୂତନ ଚାକିରିରେ ଯୋଗ ଦେଇ ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ। ମିଥୁନ: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ। ଆର୍ଥିକ  ସ୍ଥିତି ଭଲ ରହିବ। କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ହଳଦିଆ ଜିନିଷ ଦାନ କରନ୍ତୁ। ସିଂହ: ଅସୁସ୍ଥ ଅନୁଭବ […]

Rasiphala-1-840x440-1-768x402-1-1-1-1-1-2-2-1-1-840x440-1-1-1-1-840x440

Rakesh Mallick
  • Published: Thursday, 12 April 2018
  • , Updated: 12 April 2018, 07:30 AM IST

ମେଷ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବ୍ୟବସାୟରେ ଲାଭବାନ ହେବେ। ସ୍ୱାସ୍ଥ୍ୟ ଭଲ ରହିବ।

ବୃଷ: ନୂତନ ଚାକିରିରେ ଯୋଗ ଦେଇ ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟ ଭଲ ରହିବ।

ମିଥୁନ: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ। ଆର୍ଥିକ  ସ୍ଥିତି ଭଲ ରହିବ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ହଳଦିଆ ଜିନିଷ ଦାନ କରନ୍ତୁ।

ସିଂହ: ଅସୁସ୍ଥ ଅନୁଭବ କରିବେ। ବିବାହ ସ୍ଥିର ହୋଇପାରେ। ଅଟକି ରହିଥିବା ଧନ ମିଳିବ।

କନ୍ୟା: ପିଲାଙ୍କୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନପ୍ରାପ୍ତିର ଯୋଗ ରହିଛି। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ତୁଳା: ମାନ-ସମ୍ମାନ ମିଳିବ। ଜୀବନସାଥୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି।

ବିଚ୍ଛା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ଭଗବାନଙ୍କୁ ହଳଦିଆ ଫୁଲ ଅର୍ପଣ କରନ୍ତୁ।

ଧନୁ: ବ୍ୟସ୍ତତା ଭିତରେ ଦିନଟି କଟିବ। ଯାତ୍ରା କରିପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମକର:କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କ୍ୟାରିୟରକୁ ନେଇ ଯତ୍ନବାନ ହୁଅନ୍ତୁ। ଖର୍ଚ୍ଚ ବଢ଼ିବ।

କୁମ୍ଭ: ଯାନବାହନ ସୁଖ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।

 ମୀନ: ପରିବାରରେ ସମସ୍ତଙ୍କ ସହ ସମ୍ପର୍କ ଭଲ ରଖନ୍ତୁ। ପିଲାଙ୍କୁ ନେଇ ଚିନ୍ତିତ ରହିବେ। କଦଳୀ ଦାନ କରନ୍ତୁ।

Related story