ମେଷ: ଅଟକି ରହିଥିବା ଧନ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।
ବୃଷ: ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଘରକୁ ଅତିଥି ଆସିପାରନ୍ତି।
ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିବ।
କର୍କଟ: ସମ୍ପତ୍ତିକୁ ନେଇ ଲାଗି ରହିଥିବା ବିବାଦରୁ ଦୂରେଇ ରୁହନ୍ତୁ। ଚାକିରିରେ ପଦନ୍ନୋତି ହୋଇପାରେ। ପରିବାର ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ।
ସିଂହ: ଘର ପାଇଁ ଜିନିଷ କିଣନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଯାନବାହନ ସୁଖ ମିଳିବ।
କନ୍ୟା: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ତୁଳା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ସନ୍ତାନ ପ୍ରାପ୍ତିର ଯୋଗ ରହିଛି।
ବିଚ୍ଛା: ପିଲାମାନଙ୍କ ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାଇ ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।
ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ଫିଲ୍ମ ଓ ମିଡିଆରେ ଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଭଲରେ କଟିବ।
ମକର: ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି।
କୁମ୍ଭ: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।
ମୀନ: ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ଯାନବାହନ ସୁଖ ମିଳିବ। ଚାକିରି ମିଳିବାର ଯୋଗ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।