୨୫ ମେ’ ଶୁକ୍ରବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ରାଗକୁ ନିୟନ୍ତ୍ରଣ ରଖିବା ଉଚିତ

ମେଷ: ଅଟକି ରହିଥିବା ଧନ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବୃଷ: ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଘରକୁ ଅତିଥି ଆସିପାରନ୍ତି। ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିବ। କର୍କଟ: ସମ୍ପତ୍ତିକୁ ନେଇ ଲାଗି ରହିଥିବା ବିବାଦରୁ ଦୂରେଇ ରୁହନ୍ତୁ। ଚାକିରିରେ ପଦନ୍ନୋତି ହୋଇପାରେ। ପରିବାର ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ। ସିଂହ: ଘର ପାଇଁ […]

Rasiphala

Rakesh Mallick
  • Published: Friday, 25 May 2018
  • , Updated: 25 May 2018, 07:19 AM IST

ମେଷ: ଅଟକି ରହିଥିବା ଧନ ମିଳିବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।

ବୃଷ: ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଘରକୁ ଅତିଥି ଆସିପାରନ୍ତି।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉପହାର ମିଳିବ।

କର୍କଟ: ସମ୍ପତ୍ତିକୁ ନେଇ ଲାଗି ରହିଥିବା ବିବାଦରୁ ଦୂରେଇ ରୁହନ୍ତୁ। ଚାକିରିରେ ପଦନ୍ନୋତି ହୋଇପାରେ। ପରିବାର ସଦସ୍ୟଙ୍କ ସହ ମନୋମାଳିନ୍ୟ ହୋଇପାରେ।

ସିଂହ: ଘର ପାଇଁ ଜିନିଷ କିଣନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଯାନବାହନ ସୁଖ ମିଳିବ।

କନ୍ୟା: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ସନ୍ତାନ ପ୍ରାପ୍ତିର ଯୋଗ ରହିଛି।

ବିଚ୍ଛା: ପିଲାମାନଙ୍କ ଯତ୍ନ ନିଅନ୍ତୁ। ଦୂରସ୍ଥାନକୁ ଯାଇ ପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ଫିଲ୍ମ ଓ ମିଡିଆରେ ଥିବା ବ୍ୟକ୍ତିଙ୍କ ପାଇଁ ଦିନଟି ଭଲରେ କଟିବ।

ମକର: ନୂତନ ବ୍ୟବସାୟ ଆରମ୍ଭ କରିପାରନ୍ତି। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଥାନ ପରିବର୍ତ୍ତନର ଯୋଗ ରହିଛି।

କୁମ୍ଭ: ବିବାହ ସ୍ଥିର ହୋଇପାରେ। ଧନପ୍ରାପ୍ତିର ଯୋଗ ରହିଛି। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

ମୀନ: ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ଯାନବାହନ ସୁଖ ମିଳିବ। ଚାକିରି ମିଳିବାର ଯୋଗ ରହିଛି।

Related story