ମେଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।
ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଅଯଥା କଥା ହୁଅନ୍ତୁ ନାହିଁ।
ମିଥୁନ: ଶୁଭ ଖବର ମିଳିପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଆର୍ଥିକ ସ୍ଥିତି ଭଲ ରହିବ।
କର୍କଟ: ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ବିବାହକୁ ନେଇ ସମସ୍ୟା ଦେଖାଦେଇପାରେ। କ୍ୟାରିୟର୍ରେ ପରିବର୍ତ୍ତନ କରିପାରନ୍ତି।
ସିଂହ: ସୁସ୍ଥ ରହିବେ। ମନସ୍କାମନା ପୂରଣ ହେବ। ପିଲାଙ୍କୁ ନେଇ ଚିନ୍ତିତ ରହିବେ।
କନ୍ୟା: ଚାକିରିରେ ପରିର୍ତ୍ତନର ଯୋଗ ରହିଛି। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।
ତୁଳା: ଧନପ୍ରାପ୍ତିର ଯୋଗ ରହିଛି। ପରିବାରରେ ଅଶାନ୍ତି ଦେଖାଦେଇପାରେ। ମାନ-ସମ୍ମାନ ମିଳିବ।
ବିଚ୍ଛା: ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ। ସୁସ୍ଥ ରହିବେ।
ଧନୁ: ପେଟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି।
ମକର: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। କୌଣିସି ବ୍ୟକ୍ତିଙ୍କୁ କଥା ଦିଅନ୍ତୁ ନାହିଁ। ଆର୍ଥିକ ସ୍ଥିତି ଭଲ ରହିବ।
କୁମ୍ଭ: ଠିକ୍ ଭାବ ଦିୟିତ୍ୱ ନିଭାନ୍ତୁ। ଅନାବଶ୍ୟକ ଚିନ୍ତା କରନ୍ତୁ ନାହିଁ। ବନ୍ଧୁଙ୍କ ଠାରୁ ସହଯୋଗ ମିଳିବ।
ମୀନ: ଖାଦ୍ୟ-ପାନୀୟ ଉପରେ ଧ୍ୟାନ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ପରିବାରରେ ହସ ଓ ଖୁସିର ବାତାବରଣ ରହିବ।