ରାୟଗଡ଼ାରେ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ କଳାପତାକା ପ୍ରଦର୍ଶନ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଯୋଜନା ବୋର୍ଡ ବୈଠକରେ ଯୋଗ ଦେବାକୁ ଯାଉଥିବା ବେଳେ ଡିଆରଡିଏ ଛକ ନିକଟରେ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେପି କର୍ମୀମାନେ କଳାପତାକା ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ଉଭୟ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା କୁହାଯାଉଛି। ଏହି ଘଟଣାରେ ପୋଲିସ୍ କାହାରିକୁ ଗିରଫ କରି ନାହିଁ। ଗତ ୧୩ ତାରିଖରେ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ ବଲାଙ୍ଗିର ଜିଲ୍ଲା ଗସ୍ତ ସମୟରେ ବିଜେପି କର୍ମୀମାନେ ତାଙ୍କ ଗାଡ଼ି […]

bjp

bjp

Rakesh Mallick
  • Published: Saturday, 17 September 2016
  • Updated: 17 September 2016, 12:25 PM IST

Sports

Latest News

rayagadaରାୟଗଡ଼ା: ରାୟଗଡ଼ା ଜିଲ୍ଲା ଯୋଜନା ବୋର୍ଡ ବୈଠକରେ ଯୋଗ ଦେବାକୁ ଯାଉଥିବା ବେଳେ ଡିଆରଡିଏ ଛକ ନିକଟରେ ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ବିଜେପି କର୍ମୀମାନେ କଳାପତାକା ପ୍ରଦର୍ଶନ କରିଛନ୍ତି। ଏହି ସମୟରେ ଉଭୟ ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା କୁହାଯାଉଛି।

ଏହି ଘଟଣାରେ ପୋଲିସ୍ କାହାରିକୁ ଗିରଫ କରି ନାହିଁ।

ଗତ ୧୩ ତାରିଖରେ କୃଷିମନ୍ତ୍ରୀ ପ୍ରଦୀପ ମହାରଥୀ ବଲାଙ୍ଗିର ଜିଲ୍ଲା ଗସ୍ତ ସମୟରେ ବିଜେପି କର୍ମୀମାନେ ତାଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼ କରିବା ସହ କଳାପତାକା ପ୍ରଦର୍ଶନ କରିଥିଲେ।  ଏହି ଘଟଣାରେ ପୋଲିସ୍ ୪ ଜଣ ବିଜେପି କର୍ମୀଙ୍କୁ ଗିରଫ କରିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story