ଭାରତୀୟ ରେଲୱେ ପକ୍ଷରୁ ଗ୍ରୁପ୍ ସି ଏବଂ ଗ୍ରୁପ୍ ଡି ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଟେକ୍ନିସିଆନ୍, ଆସିଷ୍ଟାଣ୍ଟ ଲୋକୋ ପାଇଲଟ୍, ଜୁନିଅର ଇଞ୍ଜିନିୟର, ଷ୍ଟେସନ୍ ମାଷ୍ଟର, ଷ୍ଟାଫ୍ ନର୍ସ, ଫାର୍ମାସିଷ୍ଟ ଏବଂ ହେଲ୍ଥ ଇନ୍ସପେକ୍ଟର ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ମୋଟ ୩୫୦ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆବେଦନ ପ୍ରକିୟା ଆରମ୍ଭ ହୋଇଯାଇଛି। ଆବେଦନର ଶେଷ ତାରିଖ ଜୁଲାଇ ୩୦ ରହିଛି।
ପଦବୀ ସଂଖ୍ୟା-୩୫୦
ଶିକ୍ଷାଗତ ଯୋଗ୍ୟତା-୧୦ମ, ଦ୍ୱାଦଶ ଏବଂ ଗ୍ରାଜୁଏସନ୍
ବୟସ ସୀମା- ୧୮ରୁ ୪୨ବର୍ଷ । ତେବେ ପଛୁଆବର୍ଗଙ୍କ ପାଇଁ ୪୫ବର୍ଷ ପର୍ଯ୍ୟନ୍ତ ଏବଂ ଅନୁସୂଚିତ ଜାତି ଏବଂ ଜନଜାତି ବର୍ଗ ପାଇଁ ୪୭ବର୍ଷ ପର୍ଯ୍ୟନ୍ତ ବୟସ ଛାଡ ରହିବ।
ଚୟନ ପ୍ରକିୟା- ଲିଖିତ ପରୀକ୍ଷା ଆଧାରରେ ପ୍ରାର୍ଥୀ ଚୟନ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନବଜାତକୁ ୨୦ ହଜାର ଟଙ୍କାରେ ପର ହାତକୁ ଟେକି ଦେଇଥିଲେ ବାପାମା’; ଆନ୍ଧ୍ରରୁ ଉଦ୍ଧାର
ପିଲାଟି ଜନ୍ମ ହେବାର ୯ ଦିନ ପରେ ନିଜର ନବଜାତ ଶିଶୁଟିକୁ ଅନ୍ୟ ହାତକୁ ଟେକି ଦେଇଥିଲେ ବାପାମା’।
Miscellaneous
ଖୋଲିଲା ଧାନ ମଣ୍ଡି, ମନ୍ତ୍ରୀ କହିଲେ- ଚାଷୀଙ୍କ ପାଇଁ ଆଜି ଉତ୍ସବର ଦିନ
ଚଳିତ ବର୍ଷ ମୋହନ ମାଝୀ ସରକାର ଅମଳରେ କଟନୀ ଛଟନୀ ସମସ୍ୟା ରୋକିବାକୁ ବ୍ୟାପକ ବ୍ୟବସ୍ଥା କରାଯାଇଥିବା ବେଳେ କ୍ୱିଣ୍ଟାଲ ପ୍ରତି ଚାଷୀ ୩୧ ଶହ ଟଙ୍କା ପାଇବେ । ଏଥିସହ ଧାନର କଳାବଜାରୀ ରୋକିବାକୁ ସୀମା ସିଲ୍ କରାଯିବ ।
Crime
୨୫ ଲକ୍ଷର ଅଳଙ୍କାର ଧରି ଫେରୁଥିଲେ ବାପପୁଅ, ଭୁଜାଲି ଦେଖାଇଲେ ଲୁଟେରା
ଦୋକାନୀ ବାପପୁଅ ୨୫ ଲକ୍ଷ ଟଙ୍କାର ଅଳଙ୍କାର ଧରି ଘରକୁ ଫେରୁଥିବା ବେଳେ ବନ୍ଧୁକ, ଭୁଜାଲି ଦେଖାଇ ଲୁଟିନେଲେ ୬ ଲୁଟେରା।
Accident
ଟ୍ରାକ୍ରୁ ମିଳିଲା ପତିପତ୍ନୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ
ସ୍ଥାନୀୟ ଲୋକେ ଟ୍ରାକ୍ରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ପ୍ରଥମେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ତୁରନ୍ତ ପୁଲିସ୍କୁ ସୂଚନା ଦେଇଥିଲେ।