ହାଇକୋର୍ଟଙ୍କ ନିର୍ଦ୍ଦେଶ: ଫେରାଅ କ୍ଷୁଦ୍ର ଜମାକାରୀଙ୍କ ଟଙ୍କା

କଟକ (ଓଡ଼ିଶା ରିପୋର୍ଟର): ଚିଟଫଣ୍ଡ୍‌ କମ୍ପାନୀ ସିସୋର ଓ ରୋଜଭ୍ୟାଲିରେ ଟଙ୍କା ଜମା ରଖିଥିବା କ୍ଷୁଦ୍ର ଜମାକାରୀଙ୍କୁ ତୁରନ୍ତ ଚିହ୍ନଟ କରି ସେମାନଙ୍କୁ ଫେରାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨ ମାସ ମଧ୍ୟରେ ସମସ୍ତ ପ୍ରକ୍ରିୟା ସାରିବାକୁ କୋର୍ଟ ନିର୍ଦ୍ଦେଶନାମାରେ ସ୍ପଷ୍ଟ କରିଛନ୍ତି। ଏହାଛଡ଼ା ଚିଟ୍‌ଫଣ୍ଡ କମିଶନଙ୍କ ନିକଟରେ ସତ୍ୟପାଠ ଦାଖଲ କରିନଥିବା କ୍ଷୁଦ୍ର ଜମାକାରୀଙ୍କୁ ମଧ୍ୟ ଏଥିରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜଷ୍ଟିସ ସଂଜୟ ମିଶ୍ର। କେନ୍ଦ୍ରାପଡ଼ାର ସୁରେନ୍ଦ୍ର ଆଚାର୍ଯ୍ୟ ଓ ଅନ୍ୟ […]

nabadeanta chitfund

nabadeanta chitfund

Rakesh Mallick
  • Published: Saturday, 04 November 2017
  • Updated: 04 November 2017, 03:32 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ଚିଟଫଣ୍ଡ୍‌ କମ୍ପାନୀ ସିସୋର ଓ ରୋଜଭ୍ୟାଲିରେ ଟଙ୍କା ଜମା ରଖିଥିବା କ୍ଷୁଦ୍ର ଜମାକାରୀଙ୍କୁ ତୁରନ୍ତ ଚିହ୍ନଟ କରି ସେମାନଙ୍କୁ ଫେରାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨ ମାସ ମଧ୍ୟରେ ସମସ୍ତ ପ୍ରକ୍ରିୟା ସାରିବାକୁ କୋର୍ଟ ନିର୍ଦ୍ଦେଶନାମାରେ ସ୍ପଷ୍ଟ କରିଛନ୍ତି। ଏହାଛଡ଼ା ଚିଟ୍‌ଫଣ୍ଡ କମିଶନଙ୍କ ନିକଟରେ ସତ୍ୟପାଠ ଦାଖଲ କରିନଥିବା କ୍ଷୁଦ୍ର ଜମାକାରୀଙ୍କୁ ମଧ୍ୟ ଏଥିରେ ସାମିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଜଷ୍ଟିସ ସଂଜୟ ମିଶ୍ର। କେନ୍ଦ୍ରାପଡ଼ାର ସୁରେନ୍ଦ୍ର ଆଚାର୍ଯ୍ୟ ଓ ଅନ୍ୟ ୧୨ ଜଣଙ୍କ ପକ୍ଷରୁ ଆଗତ ମାମଲାର ଶୁଣାଣି କରି ଏହି ରାୟ ଦେଇଛନ୍ତି ହାଇକୋର୍ଟ।

କ୍ଷତିଗ୍ରସ୍ତ ଜମାକାରୀଙ୍କ ଜମାଟଙ୍କା ଫେରସ୍ତ ପାଇଁ ଗତ ୨୦୧୪ ଅକ୍ଟୋବର ୨୦ ତାରିଖରେ ୩୦୦ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଥିଲା।  ମାତ୍ର ଏହାକୁ ଆଜିପର୍ଯ୍ୟନ୍ତ କାଯ୍ୟକ୍ଷମ କରାଯାଇନାହିଁ। ଏହାକୁ ତୁରନ୍ତ କାର୍ଯ୍ୟକ୍ଷମ କରିବା ସହ ସମ୍ପୃକ୍ତ କମ୍ପାନୀମାନଙ୍କ ଜବତ ସମ୍ପତ୍ତିକୁ ନିଲାମ କରି ଜମାକାରୀଙ୍କୁ ଟଙ୍କା ଫେରସ୍ତ କରିବାକୁ କୋର୍ଟ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story