ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା, ୨ ଡ୍ରାଇଭର ମୃତ

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରର ସାତକୋଶିଆ ଘାଟି ନିକଟରେ ଏକ ମର୍ମନ୍ତୁକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଡ୍ରାଇଭରଙ୍କର ମୃତ୍ୟୁ ଘଟିଛି। ଗୁରୁତର ଅବସ୍ଥାରେ ହେଲପରଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

truck

Rakesh Mallick
  • Published: Tuesday, 18 July 2017
  • , Updated: 18 July 2017, 09:07 AM IST

Related story