ଟ୍ରକ୍‌ ଓଲଟି ୪ ମୃତ, ୨ ଗୁରୁତର

ସାଲେପୁର: କଟକ ଜିଲ୍ଲା ନିଶ୍ଚିନ୍ତକୋଇଲି କଲେଜ ଛକରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ କାଠ ବୋଝେଇ ଟ୍ରକ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଥିଲେ। ଗୁରୁତର ଆହତ ଦୁଇ ଜଣଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଛି।

accident banglor

Rakesh Mallick
  • Published: Tuesday, 21 March 2017
  • , Updated: 21 March 2017, 02:38 PM IST

Related story