ସମ୍ବଲପୁରରେ ଚାଷୀ ଆତ୍ମହତ୍ୟା ଅଭିଯୋଗ

ସମ୍ବଲପୁର: ଜମନକିରା ବ୍ଲକ ଅନ୍ତର୍ଗତ କୁଲୁଣ୍ଡି ଚମାରପଡା ଗାଁରେ ଆଜି ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ଜଣଙ୍କ ହେଲେ ଭିକାରି ମିରିଗ। ଆଜି ସକାଳେ ଫସଲ କିଆରରେ ଭିକାରୀ ମୃତ ଅବସ୍ଥାରେ ପଡିଥିବା ଦେଖିବାକୁ ମିଳିଥିଲା। ଋଣଭାର ଓ ଫସଲ ଚିନ୍ତାରେ  ଭିକାରି ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଖବର ପାଇ ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ ଘଟଣାସ୍ଥଳକୁ ଯିବା ସହ ମୃତ ଚାଷୀଙ୍କ ପରିବାରକୁ […]

farmer

farmer

Rakesh Mallick
  • Published: Saturday, 28 November 2015
  • Updated: 28 November 2015, 09:47 AM IST

Sports

Latest News

ସମ୍ବଲପୁର: ଜମନକିରା ବ୍ଲକ ଅନ୍ତର୍ଗତ କୁଲୁଣ୍ଡି ଚମାରପଡା ଗାଁରେ ଆଜି ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଚାଷୀ ଜଣଙ୍କ ହେଲେ ଭିକାରି ମିରିଗ। ଆଜି ସକାଳେ ଫସଲ କିଆରରେ ଭିକାରୀ ମୃତ ଅବସ୍ଥାରେ ପଡିଥିବା ଦେଖିବାକୁ ମିଳିଥିଲା। ଋଣଭାର ଓ ଫସଲ ଚିନ୍ତାରେ  ଭିକାରି ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି। ଖବର ପାଇ ବରିଷ୍ଠ ବିଜେପି ନେତା ସୁରେଶ ପୂଜାରୀ ଘଟଣାସ୍ଥଳକୁ ଯିବା ସହ ମୃତ ଚାଷୀଙ୍କ ପରିବାରକୁ ଭେଟିଛନ୍ତି।

ସେହିପରି ଅନୁଗୋଳ ଜିଲ୍ଲାରେ ମଧ୍ୟ ପୁଣି ଥରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ଚାଷୀ ହେଲେ ବନ୍ତଳା ଥାନା ଅନ୍ତର୍ଗତ ଶଙ୍ଖପୁର ଗାଁ ନରେନ୍ଦ୍ର କୁମାର ସାହୁ। ନରେନ୍ଦ୍ର ଚାଷ ଓ ପରିବାର ଭରଣ ପୋଷଣ ପାଇଁ ବ୍ୟାଙ୍କ ଓ ହାତଉଧାରୀକୁ ଲକ୍ଷାଧିକ ଟଙ୍କା ଆଣିଥିଲେ। ତେବେ ଫସଲହାନି ଯୋଗୁଁ ଚିନ୍ତାରେ ଶୁକ୍ରବାର ରାତିରେ ସେ ବିଷ ପିଇ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଗତକାଲି ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବ୍ଲକ କୁନୁଆ ଗାଁର ଚାଷୀ ପଣ୍ଡିତ ସାମଲ ବିଷ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ଆସିଥିଲା। ୨୫ ତାରିଖରେ ପଣ୍ଡିତ ବିଷ ପିଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ  ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story