କଟକ: ସାରଥିଙ୍କ ପାଳିତ ପୁଅ ସତ୍ୟମ ଶେଖର ରାଉଳଙ୍କ ଜାମିନ୍ ଆବେଦନ କଟକ ଏସଡିଜେଏମ୍ କୋର୍ଟରେ ଆଜି ଖାରଜ ହୋଇଯାଇଛି। ସୋମବାର ୩ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ସତ୍ୟମଙ୍କୁ କଟକ ଏସଡିଜେଏମ୍ କୋର୍ଟରେ ହାଜର କରାଯାଇଥିଲା। କୋର୍ଟରେ ହାଜିରା ପରେ ପୁଣି ତାଙ୍କୁ ଚୌଦ୍ୱାର ଜେଲକୁ ପଠାଇ ଦିଆଯାଇଥିଲା। ସେପ୍ଟେମ୍ୱର ୨ ତାରିଖରେ ତାଙ୍କୁ କଟକ ଏସଡିଜେଏମ୍ କୋର୍ଟରେ ହାଜର କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।
Miscellaneous
ଆଜିଠୁ ଖୋଲିବ ଧାନମଣ୍ଡି, ଆଉ ରହିବନି ଟୋକନ୍ ଟେନସନ୍
ରାଜ୍ୟରେ ଆଜିଠୁ ଖୋଲିବ ଧାନମଣ୍ଡି । ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଧନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ମୋହନ ସରକାର ନେଇଛନ୍ତି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
Miscellaneous
ଏଥର ମଣ୍ଡି ଜଗିବେ ମନ୍ତ୍ରୀ-ଅଫିସର, ସାବାଡ୍ ହେବେ ଦଲାଲ୍
କାଲିଠୁ ବରଗଡ଼ ଓ ୨୧ରୁ ସମ୍ବଲପୁର ଜିଲ୍ଲାରେ ଧାନ କିଣା ଆରମ୍ଭ ହେବ। ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରୁ ମୁକ୍ତି ପାଇବେ ଚାଷୀ। ଦଲାଲଙ୍କ ପ୍ରାଦୁର୍ଭବ ରୋକିବାକୁ ମନ୍ତ୍ରୀ ଓ ଅଫିସର ଜଗିବେ ମଣ୍ଡି।
Miscellaneous
ଅନୁପମା ଜେମସଙ୍କୁ କେନ୍ଦ୍ରରେ ନିଯୁକ୍ତି, ହେଲେ ଏନଆଇଏ ଏସପି
ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନର ଏସପି ଭାବେ କାର୍ଯ୍ୟରତ ଅନୁପମା ଜେମସ କେନ୍ଦ୍ରୀୟ ଡେପୁଟେସନରେ ଯିବେ । ତାଙ୍କୁ ଏନଆଇଏ ଏସପି ଭାବେ ନିଯୁକ୍ତି ମିଳିଛି । ସେ ୫ବର୍ଷ ପାଇଁ ଏନଏଆଇରେ କାର୍ଯ୍ୟ କରିବେ ।