[caption id="attachment_26967" align="aligncenter" width="821"] ସର୍ଦ୍ଦାର ରାଜା ମେଡିକାଲ କଲେଜକୁ ସରକାରୀ ମାନ୍ୟତା ଦାବିରେ ସମର୍ଥକଙ୍କ ବିକ୍ଷୋଭ[/caption]
କଳାହାଣ୍ଡି: ଜାରିଂ ସ୍ଥିତ ସର୍ଦ୍ଦାର ରାଜା ମେଡିକାଲ କଲେଜକୁ ସରକାରୀ ମାନ୍ୟତା ପ୍ରଦାନ ଦାବିରେ ଆଜିଠାରୁ ଦୁଇଦିନିଆ କଳାହାଣ୍ଡି ବନ୍ଦ ଡାକରା ଦିଆଯାଇଛି । କଳାହାଣ୍ଡି ମେଡିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ଏହି ବନ୍ଦ ଡାକରା ଦିଆଯାଇଛି । ଏହି ବନ୍ଦ ଡାକରାକୁ ବିଭିନ୍ନ ରାଜନୈତିକ ଦଳ ସମେତ ଜିଲ୍ଲା ଓକିଲ ସଂଘ ପକ୍ଷରୁ ସମର୍ଥନ କରାଯାଇଛି । ଏହାସହ ଘରୋଇ ବସ୍ ମାଲିକ ସଂଘ, ବଣିକ ସଂଘ ଓ ଲେବର ୟୁନିୟନ ମଧ୍ୟ ବନ୍ଦରେ ସାମିଲ ହୋଇଛନ୍ତି । ବନ୍ଦ ଯୋଗୁଁ ସକାଳୁ ସକାଳୁ ଜିଲ୍ଲାରେ ଦୋକାନ, ବଜାର ଓ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଖାଦ୍ୟ ଯୋଗାଣ ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ;୧୧ ସ୍ଥାନରେ ଚଢ଼ାଉ
ସୁରେଶ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Miscellaneous
ଅତିବଡ଼ି ଜଗନ୍ନାଥ ଦାସଙ୍କ ସ୍ମୃତି ପୀଠରେ ଝୁଲୁଛି ତାଲା; ବନ୍ଦ ରହିଛି ଦୈନିକ ପୂଜା ଓ ଭାଗବତ ପାଠ
ଦୀର୍ଘ ବର୍ଷ ଧରି ଅତିବଡ଼ି ଜଗନ୍ନାଥ ଦାସଙ୍କ ଉତ୍ତରାଧିକାରୀ ଭଗବାନ ଦାସ ଏହି ପୀଠରେ ପ୍ରତିଦିନ ଭାଗବତ ପାଠ କରୁଥିଲେ।
Miscellaneous
ଆଜିଠୁ ଖୋଲିବ ଧାନମଣ୍ଡି, ଆଉ ରହିବନି ଟୋକନ୍ ଟେନସନ୍
ରାଜ୍ୟରେ ଆଜିଠୁ ଖୋଲିବ ଧାନମଣ୍ଡି । ବର୍ଷ ବର୍ଷ ଧରି ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରେ ଧନ୍ଦି ହେଉଥିବା ଚାଷୀଙ୍କୁ ମୁକ୍ତି ଦେବାକୁ ଏଥର ମୋହନ ସରକାର ନେଇଛନ୍ତି ବହୁ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ।
Miscellaneous
ଏଥର ମଣ୍ଡି ଜଗିବେ ମନ୍ତ୍ରୀ-ଅଫିସର, ସାବାଡ୍ ହେବେ ଦଲାଲ୍
କାଲିଠୁ ବରଗଡ଼ ଓ ୨୧ରୁ ସମ୍ବଲପୁର ଜିଲ୍ଲାରେ ଧାନ କିଣା ଆରମ୍ଭ ହେବ। ଟୋକନ୍ ଟେନସନ୍, ମିଲର୍ସଙ୍କ ମନମାନି ଓ କଟନୀ ଛଟନୀରୁ ମୁକ୍ତି ପାଇବେ ଚାଷୀ। ଦଲାଲଙ୍କ ପ୍ରାଦୁର୍ଭବ ରୋକିବାକୁ ମନ୍ତ୍ରୀ ଓ ଅଫିସର ଜଗିବେ ମଣ୍ଡି।