ଆଜି ରାଉରକେଲାରେ ବ୍ରାହ୍ମଣୀ ନଦୀ ଉପରେ ଦ୍ୱିତୀୟ ସେତୁର ଶିଳାନ୍ୟାସ କରିବେ ଗଡ଼କରୀ

ରାଉରକେଲା: ରାଉରକେଲାରେ ବ୍ରାହ୍ମଣୀ ନଦୀ ଉପରେ ପ୍ରସ୍ତାବିତ ଦ୍ୱିତୀୟ ସେତୁର ଆଜି ଶିଳାନ୍ୟାସ ହେବ। କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହାର ଶିଳାନ୍ୟାସ କରିବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍, ଧର୍ମେନ୍ଦ୍ର ପ୍ରଧାନ ଓ ସ୍ଥାନୀୟ ବିଧାୟକ ଦିଲ୍ଲୀପ ରାୟ ମଧ୍ୟ ଯୋଗଦେବେ। ବାଲୁଘାଟ ପଡ଼ିଆରେ ସଭାସ୍ଥଳ ନିର୍ମାଣ ହେବା ସହ ଆୟୋଜନର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଉରକେଲା ଏସପି ସଭାସ୍ଥଳ ଅନୁଧ୍ୟାନ କରିଛନ୍ତି। ଏହି ସେତୁ ନିର୍ମାଣ ଲାଗି ୪୭୬ କୋଟି […]

nitin-gadkari

nitin-gadkari

Rakesh Mallick
  • Published: Friday, 21 July 2017
  • Updated: 21 July 2017, 07:42 AM IST

Sports

Latest News

ରାଉରକେଲା: ରାଉରକେଲାରେ ବ୍ରାହ୍ମଣୀ ନଦୀ ଉପରେ ପ୍ରସ୍ତାବିତ ଦ୍ୱିତୀୟ ସେତୁର ଆଜି ଶିଳାନ୍ୟାସ ହେବ। କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହାର ଶିଳାନ୍ୟାସ କରିବେ। ଏହି କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ୍, ଧର୍ମେନ୍ଦ୍ର ପ୍ରଧାନ ଓ ସ୍ଥାନୀୟ ବିଧାୟକ ଦିଲ୍ଲୀପ ରାୟ ମଧ୍ୟ ଯୋଗଦେବେ।

ବାଲୁଘାଟ ପଡ଼ିଆରେ ସଭାସ୍ଥଳ ନିର୍ମାଣ ହେବା ସହ ଆୟୋଜନର ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ରାଉରକେଲା ଏସପି ସଭାସ୍ଥଳ ଅନୁଧ୍ୟାନ କରିଛନ୍ତି। ଏହି ସେତୁ ନିର୍ମାଣ ଲାଗି ୪୭୬ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story