ସୋର: ସଡ଼କ ଦୁର୍ଘଟଣାରେ ଦମ୍ପତି ମୃତ, ପୁଅ ଗୁରୁତର

ସୋର: ବାଲେଶ୍ୱର ଜିଲ୍ଲା ସୋର ନିକଟ ୫ ନମ୍ବର ଜାତୀୟ ରାଜପଥ ଛପୋଲିଆ ନିକଟରେ କଲିକତାରୁ ପୁରୀ ଅଭିମୁଖେ ଆସୁଥିବା ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଦମ୍ପତିଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତ ଦମ୍ପତି  ହେଲେ ମେଦିନାପୁରର କୌଶିକ ଘୋଷ ଏବଂ ସୁନା ଘୋଷ । ମୃତ ଦମ୍ପତି ଓ ତାଙ୍କ ପୁଅ  ଏକ ଇଣ୍ଡିକୋରେ ପୁରୀ ଆସୁଥିବା ବେଳେ ଛପୋଲିଆ ନିକଟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ […]

sora-2

sora-2

Rakesh Mallick
  • Published: Sunday, 18 October 2015
  • Updated: 18 October 2015, 01:09 PM IST

Sports

Latest News

ସୋର: ବାଲେଶ୍ୱର ଜିଲ୍ଲା ସୋର ନିକଟ ୫ ନମ୍ବର ଜାତୀୟ ରାଜପଥ ଛପୋଲିଆ ନିକଟରେ କଲିକତାରୁ ପୁରୀ ଅଭିମୁଖେ ଆସୁଥିବା ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇ ଦମ୍ପତିଙ୍କର ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତ ଦମ୍ପତି  ହେଲେ ମେଦିନାପୁରର କୌଶିକ ଘୋଷ ଏବଂ ସୁନା ଘୋଷ । ମୃତ ଦମ୍ପତି ଓ ତାଙ୍କ ପୁଅ  ଏକ ଇଣ୍ଡିକୋରେ ପୁରୀ ଆସୁଥିବା ବେଳେ ଛପୋଲିଆ ନିକଟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱରେ ଥିବା ଏକ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା । ଗୁରୁତର ଅବସ୍ଥାରେ  ପୁଅକୁ ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos