ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଜଣେ ଛାତ୍ରୀ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏନେଇ ସେ କୁଳପତିଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ସଂପୃକ୍ତ ଛାତ୍ରୀ ଅଭିଯୋଗ ପରେ ତତ୍କାଳ ପଦକ୍ଷେପ ସ୍ୱରୂପ ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଅଲେଖ କୁମାର ସୂତାରଙ୍କୁ ନିଲମ୍ବନ କରାଯାଇଛି। ଅଭିଯୋଗର ତଦନ୍ତ ସେକ୍ସୁଆଲ ହାରାସମେଣ୍ଟ ସେଲ୍ କରିବ। ତଦନ୍ତ ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

ctc

Rakesh Mallick
  • Published: Sunday, 30 July 2017
  • , Updated: 30 July 2017, 06:26 PM IST

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଜଣେ ଛାତ୍ରୀ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏନେଇ ସେ କୁଳପତିଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ସଂପୃକ୍ତ ଛାତ୍ରୀ ଅଭିଯୋଗ ପରେ ତତ୍କାଳ ପଦକ୍ଷେପ ସ୍ୱରୂପ ବିଶ୍ୱବିଦ୍ୟାଳୟର ଆସିଷ୍ଟାଣ୍ଟ ପ୍ରଫେସର ଅଲେଖ କୁମାର ସୂତାରଙ୍କୁ ନିଲମ୍ବନ କରାଯାଇଛି।

ଅଭିଯୋଗର ତଦନ୍ତ ସେକ୍ସୁଆଲ ହାରାସମେଣ୍ଟ ସେଲ୍ କରିବ। ତଦନ୍ତ ରିପୋର୍ଟ ଆସିବା ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Related story