ଅକ୍ଟୋବର ୫ରେ କଲେଜ ଛାତ୍ରସଂସଦ ନିର୍ବାଚନ

ଭୁବନେଶ୍ୱର: ଅକ୍ଟୋବର ୫ ତାରିଖରେ ରାଜ୍ୟରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଗୋଟିଏ ଦିନରେ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରସଂସଦ ନିର୍ବାଚନ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ ଅକ୍ଟୋବର ୫ ତାରିଖରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ସମ୍ପୃକ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବେ। ସେପ୍ଟେମ୍ବର […]

election

election

Rakesh Mallick
  • Published: Saturday, 17 September 2016
  • Updated: 18 September 2016, 07:40 AM IST

electionଭୁବନେଶ୍ୱର: ଅକ୍ଟୋବର ୫ ତାରିଖରେ ରାଜ୍ୟରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଗୋଟିଏ ଦିନରେ ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଛାତ୍ରସଂସଦ ନିର୍ବାଚନ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

ବିଜ୍ଞପ୍ତି ଅନୁଯାୟୀ ଅକ୍ଟୋବର ୫ ତାରିଖରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜରେ ଛାତ୍ରସଂସଦ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ସମ୍ପୃକ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବେ। ସେପ୍ଟେମ୍ବର ୨୮ ତାରିଖରେ କଲେଜରେ ପକ୍ରିୟା ଆରମ୍ଭ ହେଉଥିବା ବେଳେ ୨୯ ତାରିଖରେ ପ୍ରାର୍ଥୀପତ୍ର ଦାଖଲ ପାଇଁ ଦିନ ଧାର୍ଯ୍ୟ କରାଯାଇଛି। ଅକ୍ଟୋବର ୧ ତାରିଖରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି ଥିବା ବେଳେ ୪ ତାରିଖରେ ‘ମୁଁ କାହିଁକି ପ୍ରାର୍ଥୀ ହୋଇଛି’(ହ୍ୱାଇ କ୍ୟାନ୍‌ ଆଇ ଷ୍ଟାଣ୍ଡ ଫର ମିଟିଂ) ପାଇଁ ସମୟ ସ୍ଥିରୀକୃତ ହୋଇଥିବା ବେଳେ ୫ ତାରିଖ ଦିନ ଭୋଟ ଗ୍ରହଣ କରାଯିବ। ସକାଳ ୮ଟାରୁ ଦିନ ୨ଟା ମଧ୍ୟରେ ଭୋଟ ଗ୍ରହଣ କରାଯିବାକୁ ଥିବାବେଳେ ସେହିଦିନ ଅପରାହ୍ନରେ ଫଳାଫଳ ଘୋଷଣା କରାଯିବ। ୬ ତାରିଖ ଦିନ ବିଜୟୀ ପ୍ରାର୍ଥୀମାନେ ଶପଥ ଗ୍ରହଣ କରିବେ।

ଅନ୍ୟପକ୍ଷରେ ଛାତ୍ରସଂସଦ ନିର୍ବଚନ ପାଇଁ ତାରିଖ ଘୋଷଣା ପରେ ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ କଲେଜର କ୍ୟାମ୍ପସ୍‍ ପରିସର। ଲିଙ୍ଗଡୋ କମିଟି ଆଧାରରେ କଲେଜ ନିର୍ବାଚନ ଅନୁଷ୍ଠିତ ହେବ। ଲିଙ୍ଗଡୋ କମିଟିର ସୁପାରିଶ ଆଧାରରେ କଲେଜ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ଚଳିତ ବର୍ଷ ମଧ୍ୟ କଡ଼ାକଡ଼ି ଭାବେ ପାଳନ କରାଯିବା ନେଇ ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story