ଭ୍ୟାନ୍ ଓଲଟି ୨ ମୃତ, ୧୦ ଆହତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ ଜୁରାଜାମ ଘାଟିରେ ଏକ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ବଡ଼ ମେଡିକାଲକୁ ପଠାଇ ଦିଆଯାଇଛି। ଆହତମାନଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଅଛନ୍ତି। ଆହତ ଓ ମୃତକମାନେ ଜୁରାଜାମ ଗାଁର। ଗତକାଲି ସେମାନେ ଏକ […]

accident

accident

Rakesh Mallick
  • Published: Saturday, 17 December 2016
  • Updated: 17 December 2016, 03:38 PM IST

Sports

Latest News

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ ଜୁରାଜାମ ଘାଟିରେ ଏକ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବୁର୍ଲା ବଡ଼ ମେଡିକାଲକୁ ପଠାଇ ଦିଆଯାଇଛି। ଆହତମାନଙ୍କ ମଧ୍ୟରେ ଦୁଇ ଜଣ ଶିଶୁ ଅଛନ୍ତି।

ଆହତ ଓ ମୃତକମାନେ ଜୁରାଜାମ ଗାଁର। ଗତକାଲି ସେମାନେ ଏକ ଗାଡ଼ି ଭଡ଼ା କରି ବାଲିଶଙ୍କରା ଗାଁକୁ ଏକ ବାହାଘର ଭୋଜି ଖାଇବାକୁ ଯାଇଥିଲେ। ଭୋଜି ଖାଇ ରାତିରେ ଫେରୁଥିବା ବେଳେ ଘାଟିରେ ଗାଡ଼ିଟି ଭାରସାମ୍ୟ ହରାଇ ଏକ ଗଛରେ ପିଟି ହୋଇ ତଳକୁ ଖସି ପଡ଼ିଥିଲେ। ଗାଡ଼ି ତଳେ ଚାପି ହୋଇ ଦୁଇ ଜଣ ମହିଳାଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

କିଞ୍ଜିରକେଲା ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story