୩ ଓଡ଼ିଆଙ୍କୁ ମିଳିବ କେନ୍ଦ୍ର ସଂଗୀତ ନାଟକ ଏକାଡେମୀ ପୁରସ୍କାର

ଭୁବନେଶ୍ୱର: ୩ ଓଡ଼ିଆ ପାଇବେ କେନ୍ଦ୍ର ସଂଗୀତ ନାଟକ ଏକାଡେମୀ ପୁରସ୍କାର। ଓଡ଼ିଶୀ ନୃତ୍ୟ ଗୁରୁ ରତିକାନ୍ତ ମହାପାତ୍ରଙ୍କୁ ଏହି ସମ୍ମାନଜନକ ପୁରସ୍କାର ମିଳିବ। ସେହିପରି ନାଟ୍ୟ ନିର୍ଦ୍ଦେଶକ ସତ୍ୟବ୍ରତ ରାଉତ ଓ ପାଲା ଗାୟକ ଲକ୍ଷ୍ମୀଧର ରାଉତଙ୍କୁ ମଧ୍ୟ କେନ୍ଦ୍ର ସଂଗୀତ ନାଟକ ଏକାଡେମୀ ପୁରସ୍କାର ମିଳିବ।

ratikanta

Rakesh Mallick
  • Published: Saturday, 27 May 2017
  • , Updated: 27 May 2017, 12:50 PM IST

ଭୁବନେଶ୍ୱର: ୩ ଓଡ଼ିଆ ପାଇବେ କେନ୍ଦ୍ର ସଂଗୀତ ନାଟକ ଏକାଡେମୀ ପୁରସ୍କାର। ଓଡ଼ିଶୀ ନୃତ୍ୟ ଗୁରୁ ରତିକାନ୍ତ ମହାପାତ୍ରଙ୍କୁ ଏହି ସମ୍ମାନଜନକ ପୁରସ୍କାର ମିଳିବ।

ସେହିପରି ନାଟ୍ୟ ନିର୍ଦ୍ଦେଶକ ସତ୍ୟବ୍ରତ ରାଉତ ଓ ପାଲା ଗାୟକ ଲକ୍ଷ୍ମୀଧର ରାଉତଙ୍କୁ ମଧ୍ୟ କେନ୍ଦ୍ର ସଂଗୀତ ନାଟକ ଏକାଡେମୀ ପୁରସ୍କାର ମିଳିବ।

Related story