୮ମେ’ମଙ୍ଗଳବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତି ଆଜି ନୂତନ ଯାନ କିଣିପାରନ୍ତି

ମେଷ: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ସଂଯମର ସହ କାମ କରନ୍ତୁ। ବୃଷ: ପରିବାରରେ ଅଶାନ୍ତି ଦେଖାଦେଇପାରେ। ଛାତ୍ରଛାତ୍ରୀମାନେ ସଫଳତା ପାଇବେ। ଧନପ୍ରାପ୍ତିର ଯୋଗ ରହିଛି। ମିଥୁନ:ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ। ସୁସ୍ଥ ରହିବେ। ଚାକିରିରେ ପରିବର୍ତ୍ତନ କରିପାରନ୍ତି। କର୍କଟ: ଖର୍ଚ୍ଚ ବଢ଼ିବ। ବ୍ୟବସାୟରେ ଲାଭବାନ ହେବେ। ସୁସ୍ଥ ରହିବେ। ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରିରେ ପରିବର୍ତ୍ତନ କରିପାରନ୍ତି। ସଂଯମର ସହ କାମ କରନ୍ତୁ। କନ୍ୟା: ଦୂର […]

Rasiphala-image-2-840x440-1-1-768x402-2-1-840x440

Rakesh Mallick
  • Published: Tuesday, 08 May 2018
  • , Updated: 08 May 2018, 07:40 AM IST

ମେଷ: କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରିରେ ପରିବର୍ତ୍ତନ କରନ୍ତୁ ନାହିଁ। ସଂଯମର ସହ କାମ କରନ୍ତୁ।

ବୃଷ: ପରିବାରରେ ଅଶାନ୍ତି ଦେଖାଦେଇପାରେ। ଛାତ୍ରଛାତ୍ରୀମାନେ ସଫଳତା ପାଇବେ। ଧନପ୍ରାପ୍ତିର ଯୋଗ ରହିଛି।

ମିଥୁନ:ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ। ସୁସ୍ଥ ରହିବେ। ଚାକିରିରେ ପରିବର୍ତ୍ତନ କରିପାରନ୍ତି।

କର୍କଟ: ଖର୍ଚ୍ଚ ବଢ଼ିବ। ବ୍ୟବସାୟରେ ଲାଭବାନ ହେବେ। ସୁସ୍ଥ ରହିବେ।

ସିଂହ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଚାକିରିରେ ପରିବର୍ତ୍ତନ କରିପାରନ୍ତି। ସଂଯମର ସହ କାମ କରନ୍ତୁ।

କନ୍ୟା: ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ଧନପ୍ରାପ୍ତିର ଯୋଗ ରହିଛି। ଯାନବାହନ କିଣି ପାରନ୍ତି। କଥା ପରେ ନିୟନ୍ତ୍ରଣ ରଖନ୍ତୁ।

 ବିଚ୍ଛା: ନୂତନ ବ୍ୟବସାୟ ଆରମ୍ଭ କରି ପାରନ୍ତି।  ଘର ପାଇଁ କିଛି ଜିନିଷ କିଣି ପାରନ୍ତି। ପରିବାରରେ ସୁଖ ଓ ଶାନ୍ତିର ପରିବେଶ ରହିବ।

ଧନୁ: ଆଖିରେ ସମସ୍ୟା ଦେଖା ଦେଇପାରେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ମକର: ଜୀବନସାଥୀଙ୍କଠାରୁ ସହଯୋଗ ମିଳିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହେବ।

କୁମ୍ଭ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ସଂଯମର ସହ କାମ କରନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ମୀନ: ଯାନବାହନ କିଣି ପାରନ୍ତି। ହଠାତ୍ ଧନପ୍ରାପ୍ତିର ଯୋଗ ରହିଛି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

Related story