ମେଷ: ଆଜି ଦିନଟି ଆପଣଙ୍କର ଭଲରେ କଟିବ। ଅଟକି ରହିଥିବା କାମ ଆଜି ହୋଇପାରେ। ବ୍ୟବସାୟରେ ଅଧିକ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କାଟିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ମିଥୁନ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ କରନ୍ତୁ। ମାନ-ସମ୍ମାନ ବଢ଼ିବ।
କର୍କଟ: ପ୍ରିୟ ବନ୍ଧୁଙ୍କ ସହ ଦେଖାହୋଇପାରେ। ଖାଇବା ପିଇବା ଉପରେ ଧ୍ୟାନ ଦିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
ସିଂହ: ଜୀବନସାଥିଙ୍କ ସହଯୋଗ ମିଳିବ। ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।
କନ୍ୟା: ଖର୍ଚ୍ଚାନ୍ତ ହୋଇପାରନ୍ତି। ମାନ-ସମ୍ମାନ ବଢ଼ିବ। ଯାତ୍ରା କରନ୍ତୁ ନାହିଁ।
ତୁଳା: ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ବିଚ୍ଛା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାନ-ସମ୍ମାନ ବଢ଼ିବ। ଉପହାର ମିଳିପାରେ । ତୀର୍ଥସ୍ଥାନକୁ ଯାତ୍ରା କରିପାରନ୍ତି।
ଧନୁ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଚାକିରିକ୍ଷେତ୍ରରେ ପ୍ରଂଶସିତ ହେବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ମକର: ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ପ୍ରିୟ ବନ୍ଧୁଙ୍କ ସହ ଦେଖାହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।
କୁମ୍ଭ: ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ । ମାନ-ସମ୍ମାନ ବଢ଼ିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।
ମୀନ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚାନ୍ତ ହୋଇପାରନ୍ତି। ପ୍ରତିଯୋଗୀତାରେ ସଫଳତା ମିଳିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।