୯ମେ’ ବୁଧବାର: ଜାଣନ୍ତୁ କେଉଁ ରାଶିର ବ୍ୟକ୍ତିଙ୍କୁ ମାନ-ସମ୍ମାନ ମିଳିବ

ମେଷ:  ଆଜି ଦିନଟି ଆପଣଙ୍କର ଭଲରେ କଟିବ। ଅଟକି ରହିଥିବା କାମ ଆଜି ହୋଇପାରେ। ବ୍ୟବସାୟରେ ଅଧିକ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କାଟିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମିଥୁନ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ କରନ୍ତୁ। ମାନ-ସମ୍ମାନ ବଢ଼ିବ। କର୍କଟ: ପ୍ରିୟ ବନ୍ଧୁଙ୍କ ସହ ଦେଖାହୋଇପାରେ। ଖାଇବା ପିଇବା ଉପରେ ଧ୍ୟାନ ଦିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। […]

Rasiphala-image-2-840x440-1-1-768x402-2-1-840x440-1-768x402

Rakesh Mallick
  • Published: Wednesday, 09 May 2018
  • , Updated: 09 May 2018, 07:36 AM IST

ମେଷ:  ଆଜି ଦିନଟି ଆପଣଙ୍କର ଭଲରେ କଟିବ। ଅଟକି ରହିଥିବା କାମ ଆଜି ହୋଇପାରେ। ବ୍ୟବସାୟରେ ଅଧିକ ଲାଭ ହେବ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: ଧନପ୍ରାପ୍ତିର ଯୋଗ ରହିଛି। ପରିବାର ସଦସ୍ୟଙ୍କ ସହ ଦିନଟି ଖୁସିରେ କାଟିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ: ସ୍ଥାନ ପରିବର୍ତ୍ତନର ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ କରନ୍ତୁ। ମାନ-ସମ୍ମାନ ବଢ଼ିବ।

କର୍କଟ: ପ୍ରିୟ ବନ୍ଧୁଙ୍କ ସହ ଦେଖାହୋଇପାରେ। ଖାଇବା ପିଇବା ଉପରେ ଧ୍ୟାନ ଦିଅନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ସିଂହ: ଜୀବନସାଥିଙ୍କ ସହଯୋଗ ମିଳିବ। ପିଲାଙ୍କୁ ନେଇ ଖୁସି ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କନ୍ୟା: ଖର୍ଚ୍ଚାନ୍ତ ହୋଇପାରନ୍ତି। ମାନ-ସମ୍ମାନ ବଢ଼ିବ। ଯାତ୍ରା କରନ୍ତୁ ନାହିଁ।

ତୁଳା: ଚାକିରିକ୍ଷେତ୍ରରେ ପରିବର୍ତ୍ତନ ହୋଇପାରେ। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

 ବିଚ୍ଛା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାନ-ସମ୍ମାନ ବଢ଼ିବ। ଉପହାର ମିଳିପାରେ । ତୀର୍ଥସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଚାକିରିକ୍ଷେତ୍ରରେ ପ୍ରଂଶସିତ ହେବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମକର: ଖାଦ୍ୟ-ପାନୀୟ ଉପରେ ଧ୍ୟାନ ଦିଅନ୍ତୁ। ପ୍ରିୟ ବନ୍ଧୁଙ୍କ ସହ ଦେଖାହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ । ମାନ-ସମ୍ମାନ ବଢ଼ିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ମୀନ: ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖର୍ଚ୍ଚାନ୍ତ ହୋଇପାରନ୍ତି। ପ୍ରତିଯୋଗୀତାରେ ସଫଳତା ମିଳିବ।

Related story