Advertisment

ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱର: ଆଜି ଗାନ୍ଧି ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ଥିବା ଗାନ୍ଧି ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟପାଳ ଏସ୍‌.ସି. ଜମିର। ଏହାସହିତ ବାଚସ୍ପତି ପ୍ରଦୀପ ଅମାତ ଓ ଅନ୍ୟ ନେତୃବୃନ୍ଦ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ସେହିପରି ଗାନ୍ଧି ପାର୍କ ପରିସରରେ ଥିବା ମହାତ୍ମା ଗାନ୍ଧିଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ପିସିସି ସଭାପତି ପ୍ରସାଦ ହରିଚନ୍ଦନ। ଦଳର ଅନେକ କର୍ମୀ  ମଧ୍ୟ ଯୋଗଦେଇ ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀଙ୍କୁ ମଧ୍ୟ ପିସିସି ସଭାପତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe