ପୁରୀ: ଆଜି ମହାପ୍ରଭୁଙ୍କ ସୁନାବେଶ ଅନୁଷ୍ଠିତ ହେବ। ମହଣ ମହଣ ସୁନାରେ ସଜ୍ଜିତ ହେବେ ଶ୍ରୀଜିଉ। ଅପରାହ୍ନ ୫ଟାରୁ ସାଢ଼େ ୬ଟା ମଧ୍ୟରେ ଶ୍ରୀଜିଉଙ୍କ ସୁନାବେଶ ଅନୁଷ୍ଠିତ ହେବ। ସୁନାବେଶ ଦର୍ଶନ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।
ସ୍ୱତନ୍ତ୍ର ବାରିକେଡ୍ କରାଯିବା ସହ ୱାନ ୱେ ଟ୍ରାଫିକ୍ କରାଯାଇଛି। ତ୍ରିସ୍ତରୀୟ ସୁରକ୍ଷା ସହ ସିସିଟିଭି କ୍ୟାମେରା ଲଗାଯାଇଛି। ସୁନାବେଶ ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବା ସମ୍ଭାବନା ଥିବାରୁ ଟ୍ରାଫିକ୍ ସହ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଲୋକସେବକ ମଣ୍ଡଳ ପକ୍ଷରୁ ଲାଲା ଲଜପତ ରାୟଙ୍କ ପୁଣ୍ୟତିଥି ପାଳିତ, ଯୋଗଦେଲେ ବୈଜୟନ୍ତ
ଲାଲା ଲଜପତ ରାୟଙ୍କ ଜୀବନୀ ଓ ଆଦର୍ଶ ଉପରେ ଆଲୋକପାତ କରିଥିଲେ ବୈଜୟନ୍ତ ପଣ୍ଡା।
Events & Festivals
ବାଲିଯାତ୍ରାରେ ବାସି ଖାଦ୍ୟ
ଖାଦ୍ୟରେ ଏମିତି ରଙ୍ଗ ମିଶାଉଛନ୍ତି, ଯାହା ଶରୀର ପାଇଁ କ୍ଷତିକାରକ ହୋଇଥାଏ।
Events & Festivals
ଗୀତ ଅଧାରୁ ଷ୍ଟେଜ୍ ଛାଡ଼ିବାକୁ ଅସୀମାଙ୍କୁ କୁହାଗଲା
ଅଧାରୁ ଗୀତ ବନ୍ଦ ହେବାରୁ ଦର୍ଶକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଥିଲା ।
Events & Festivals
ରାଗିଗଲେ ମୁଖ୍ୟମନ୍ତ୍ରୀ
ସିସୋର ଘାଟରେ ଡଙ୍ଗାରେ ବସି ବାଲିଯାତ୍ରା ଦେଖିବାକୁ ଗଡଗଡ଼ିଆ ଘାଟରେ ଓହ୍ଲାଇଥିଲେ ମୁଖ୍ୟମନ୍ତ୍ରୀ।
Events & Festivals
ଆରମ୍ଭ ହେଲା କଟକର ଐତିହାସିକ ବାଲିଯାତ୍ରା
ଚଳିତବର୍ଷ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି ସାଉଥ୍ ଇଷ୍ଟ ଏସିଆ ପାଭିଲିୟନ। ଜାଭା, ସୁମାତ୍ରା, ବାଲି ଇଣ୍ଡୋନେସିଆ ପରି ଦେଶ ସହିତ ଆମ ଦେଶର ନୌବାଣିଜ୍ୟ ପରମ୍ପରା ସମ୍ପର୍କର ତଥ୍ୟ ଜାଣିପାରିବେ ଦର୍ଶକ।