ଆସନ୍ତାକାଲି ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ; ୱେବସାଇଟ୍‌ରେ ଉପଲବ୍ଧ ହେବ ରେଜଲ୍ଟ

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ଆସନ୍ତାକାଲି ପ୍ରକାଶ ପାଇବ। ଦିନ ୧୧ରେ ସିଏଚ୍‌ଏସ୍‌ଇ ୱେବସାଇଟ୍‌ www.chseodisha.nic.in ଓ www.odisharesult.nic.in ରେ ପରୀକ୍ଷାଫଳ ଉପଲବ୍ଧ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଘୋଷଣା କରିଛନ୍ତି। ଚଳିତବର୍ଷ କଳା, ବାଣିଜ୍ୟ ଓ ବିଜ୍ଞାନରେ ମୋଟ୍‌ ୨,୮୦,୭୦୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ବିଜ୍ଞାନରେ ୯୦,୯୯୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

CHSE

CHSE

Rakesh Mallick
  • Published: Thursday, 11 May 2017
  • Updated: 12 May 2017, 07:26 AM IST

Sports

Latest News

ଭୁବନେଶ୍ୱର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷାଫଳ ଆସନ୍ତାକାଲି ପ୍ରକାଶ ପାଇବ। ଦିନ ୧୧ରେ ସିଏଚ୍‌ଏସ୍‌ଇ ୱେବସାଇଟ୍‌ www.chseodisha.nic.in ଓ www.odisharesult.nic.in ରେ ପରୀକ୍ଷାଫଳ ଉପଲବ୍ଧ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର ଘୋଷଣା କରିଛନ୍ତି।

ଚଳିତବର୍ଷ କଳା, ବାଣିଜ୍ୟ ଓ ବିଜ୍ଞାନରେ ମୋଟ୍‌ ୨,୮୦,୭୦୭ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ବିଜ୍ଞାନରେ ୯୦,୯୯୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story