Advertisment

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ସରିଲା ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ୧୧ ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲର ଆଜି ଥିଲା ଶେଷ ଦିନ। ଏଥିପାଇଁ ସାରା ରାଜ୍ୟରେ ଆଜି ନିର୍ବାଚନୀ ଉଷ୍ମତା ଦେଖିବାକୁ ମିଳିଥିଲା। ଆଜି ଶେଷ ଦିନରେ ପଞ୍ଚାୟତ ଅଫିସ୍‌, ବ୍ଲକ କାର୍ଯ୍ୟାଳୟ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ନାହିଁ ନ ଥିବା ଭିଡ। ଆଶାୟୀ ପ୍ରାର୍ଥୀମାନେ ନିଜ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଥିଲେ। ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ କରାଯିବାକୁ ଥିବା […]

author-image
Rakesh Mallick
ଅଦ୍ୟତନ ହୋଇଛି
ଆରମ୍ଭ ହେଲା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନୀ ପ୍ରଚାର

election

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ୧୧ ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲର ଆଜି ଥିଲା ଶେଷ ଦିନ। ଏଥିପାଇଁ ସାରା ରାଜ୍ୟରେ ଆଜି ନିର୍ବାଚନୀ ଉଷ୍ମତା ଦେଖିବାକୁ ମିଳିଥିଲା।

Advertisment

ଆଜି ଶେଷ ଦିନରେ ପଞ୍ଚାୟତ ଅଫିସ୍‌, ବ୍ଲକ କାର୍ଯ୍ୟାଳୟ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ନାହିଁ ନ ଥିବା ଭିଡ। ଆଶାୟୀ ପ୍ରାର୍ଥୀମାନେ ନିଜ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଥିଲେ।

ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ କରାଯିବାକୁ ଥିବା ବେଳେ ୧୯ ତାରିଖରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ। ୨୧ ତାରିଖ ଅପରାହ୍ନ ୩ଟା ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ସେହିଦିନ ନିର୍ବାଚନ କମିଶନଙ୍କ ପକ୍ଷରୁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ।

Advertisment