ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ: ସରିଲା ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ୧୧ ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲର ଆଜି ଥିଲା ଶେଷ ଦିନ। ଏଥିପାଇଁ ସାରା ରାଜ୍ୟରେ ଆଜି ନିର୍ବାଚନୀ ଉଷ୍ମତା ଦେଖିବାକୁ ମିଳିଥିଲା। ଆଜି ଶେଷ ଦିନରେ ପଞ୍ଚାୟତ ଅଫିସ୍‌, ବ୍ଲକ କାର୍ଯ୍ୟାଳୟ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ନାହିଁ ନ ଥିବା ଭିଡ। ଆଶାୟୀ ପ୍ରାର୍ଥୀମାନେ ନିଜ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଥିଲେ। ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ କରାଯିବାକୁ ଥିବା […]

election

election

Rakesh Mallick
  • Published: Tuesday, 17 January 2017
  • Updated: 01 February 2017, 04:33 PM IST

ଭୁବନେଶ୍ୱର: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗତ ୧୧ ତାରିଖରୁ ଆରମ୍ଭ ହୋଇଥିବା ନାମାଙ୍କନପତ୍ର ଦାଖଲର ଆଜି ଥିଲା ଶେଷ ଦିନ। ଏଥିପାଇଁ ସାରା ରାଜ୍ୟରେ ଆଜି ନିର୍ବାଚନୀ ଉଷ୍ମତା ଦେଖିବାକୁ ମିଳିଥିଲା।

ଆଜି ଶେଷ ଦିନରେ ପଞ୍ଚାୟତ ଅଫିସ୍‌, ବ୍ଲକ କାର୍ଯ୍ୟାଳୟ ଓ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ନାହିଁ ନ ଥିବା ଭିଡ। ଆଶାୟୀ ପ୍ରାର୍ଥୀମାନେ ନିଜ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଥିଲେ।

ଆସନ୍ତାକାଲି ପ୍ରାର୍ଥିପତ୍ର ଯାଞ୍ଚ କରାଯିବାକୁ ଥିବା ବେଳେ ୧୯ ତାରିଖରେ ଯୋଗ୍ୟ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବ। ୨୧ ତାରିଖ ଅପରାହ୍ନ ୩ଟା ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସମୟ ଧାର୍ଯ୍ୟ କରାଯାଇଛି। ସେହିଦିନ ନିର୍ବାଚନ କମିଶନଙ୍କ ପକ୍ଷରୁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story