ହିନ୍ଦୁ ଧର୍ମରେ ତୁଳସୀକୁ ଏକ ପବିତ୍ର ବୃକ୍ଷ ବୋଲି କୁହାଯାଏ। ପ୍ରାୟତଃ ସମସ୍ତଙ୍କ ଘର ଅଗଣାରେ ତୁଳସୀ ଗଛ ଲାଗିଥାଏ। ତୁଳସୀ ପତ୍ର ଭଗବାନ ବିଷ୍ଣୁଙ୍କର ଅତି ପ୍ରିୟ। ତେଣୁ ଆମେ ପ୍ରତିଦିନ ଠାକୁର ପୂଜା କରିବା ସମୟରେ ତୁଳସୀ ପତ୍ର ଓ ଜଟ ଭଗବାନ ନିକଟରେ ଅର୍ପଣ କରିଥାଉ। ତେବେ ତୁଳସୀକୁ ନେଇ ଅନେକ ମାନ୍ୟତା ରହିଛି। କୁହାଯାଏ ରବିବାର ଦିନ ତୁଳସୀ ପତ୍ର ତୋଳାଯାଏ ନୁହେଁ।
ରବିବାର ଭଗବାନ ବିଷ୍ଣୁଙ୍କର ଅତିପ୍ରିୟ ଦିନ ହୋଇଥିବାରୁ ଏହି ଦିନ ତୁଳସୀପତ୍ରକୁ ତୋଳା ଯାଇନଥାଏ।
ସାଧାରଣରେ ବିଶ୍ୱାସ ରହିଛି ଗୁରୁବାର ଦିନ ତୁଳସୀ ଗଛ ଲଗାଇବା ଦ୍ୱାରା ଅତ୍ୟନ୍ତ ଶୁଭ ହୋଇଥାଏ। ଏମିତିକି କାର୍ତ୍ତିକ ମାସରେ ତୁଳସୀ ଗଛ ଲଗାଇବା ସବୁଠାରୁ ଭଲ ବୋଲି କୁହାଯାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଷ୍ଟେଜ୍-୪ କ୍ୟାନସରକୁ ହରାଇଲେ ସିଦ୍ଧୁଙ୍କ ପତ୍ନୀ, ଖାଉଥିଲେ ଏହି ସବୁ ଖାଦ୍ୟ
ବିନା ଖର୍ଚ୍ଚରେ କିଛି ପ୍ରାକୃତିକ ଖାଦ୍ୟ ଖାଇ କ୍ୟାନସରକୁ ପ୍ରତିହତ କରିଛନ୍ତି ସିଦ୍ଧୁଙ୍କ ପତ୍ନୀ।
Food
ଗଜା ମୁଗର ଫାଇଦା; ଚର୍ମକୁ କରେ ଚିକ୍କଣ, ହୃଦୟକୁ ରଖେ ସୁସ୍ଥ
ପ୍ରତିଦିନ ସକାଳେ ଗଜା ମୁଗ ଖାଇବା ଦ୍ୱାରା ଅନେକ ଫାଇଦା ମିଳିଥାଏ।
Food
ଗୁରୁବାରରେ ଘରେ ତିଆରି କରନ୍ତୁ ବାଦାମ ଚିକ୍କି
ଆଜି ଘରେ ଏହାକୁ ବନାନ୍ତୁ । ନିଜେ ଖାଆନ୍ତୁ ଓ ଘର ପରିବାର ଲୋକଙ୍କୁ ପରଷନ୍ତୁ।
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...