ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବାଲେଶ୍ୱରଠାରୁ ପ୍ରାୟ ୩ ଶହ କିମି ଦୂର ଉତ୍ତର-ପୂର୍ବ ଦିଗ ବଙ୍ଗୋପସାଗରେ ଘନୀଭୂତ ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ୫୦ରୁ ୬୦ କିମି ବେଗରେ ପବନ ବୋହିବ। ସମୟ ସମୟରେ ୭୦ କିମି ବେଗରେ ମଧ୍ୟ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ରାଜ୍ୟର ୩ଟି ବନ୍ଦରରେ […]

rain fall

rain fall

Rakesh Mallick
  • Published: Wednesday, 10 August 2016
  • Updated: 10 August 2016, 06:44 PM IST

Sports

Latest News

rain fallଭୁବନେଶ୍ୱର: ବାଲେଶ୍ୱରଠାରୁ ପ୍ରାୟ ୩ ଶହ କିମି ଦୂର ଉତ୍ତର-ପୂର୍ବ ଦିଗ ବଙ୍ଗୋପସାଗରେ ଘନୀଭୂତ ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ୫୦ରୁ ୬୦ କିମି ବେଗରେ ପବନ ବୋହିବ। ସମୟ ସମୟରେ ୭୦ କିମି ବେଗରେ ମଧ୍ୟ ପବନ ବହିବାର ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ରାଜ୍ୟର ୩ଟି ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦେବାକୁ ବନ୍ଦର କର୍ତ୍ତୃପକ୍ଷଙ୍କୁ ସୂଚନା ଦିଆଯାଇଛି। ଏହାଛଡ଼ା ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳରେ ୩ରୁ ୪ ମିଟର ଉଚ୍ଚତାରେ ଢ଼େଉ ଉଠିବାର ସମ୍ଭାବନା ରହିଛି। ୧୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ଜଣାପଡ଼ିଛି।

ଗତକାଲି ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହୋଇଥିଲା। ଗତ ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ ଜିଲ୍ଲା ଚନ୍ଦନପୁରରେ ୧୪୧.୬ ମିମି ଓ ଭୋଗରାଇରେ ୧୨୫.୩ ମିମି ବର୍ଷା ରେକର୍ଡ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story