ବାଣୀବିହାର ଛାତ୍ର ସଂସଦ ନିର୍ବାଚନ ବାତିଲ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ବାଣୀବିହାର ଛାତ୍ର ସଂସଦ ନିର୍ବାଚନ ପ୍ରସଙ୍ଗରେ ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ଲୋଡିଲେ ଛାତ୍ରଛାତ୍ରୀ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଆଜି ଭେଟିଛନ୍ତି ଛାତ୍ର ପ୍ରତିନିଧିମାନେ। ବାଣୀବିହାରରେ ଛାତ୍ର ସଂସଦ ନିର୍ବାଚନ କରାଇବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ବାଚନ କରାଇବା ପାଇଁ କହିବାକୁ ସେମାନେ କହିଛନ୍ତି। ପିଜି କାଉନସିଲ୍ ବୈଠକରେ ବାଣୀବିହାରରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହେବନାହିଁ ବୋଲି ଘୋଷଣା କରାଯାଇଛି। ତେବେ […]

student

Rakesh Mallick
  • Published: Sunday, 04 October 2015
  • , Updated: 04 October 2015, 07:43 AM IST

ଭୁବନେଶ୍ୱର: ବାଣୀବିହାର ଛାତ୍ର ସଂସଦ ନିର୍ବାଚନ ପ୍ରସଙ୍ଗରେ ମୁଖ୍ୟମନ୍ତୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ଲୋଡିଲେ ଛାତ୍ରଛାତ୍ରୀ। ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ଆଜି ଭେଟିଛନ୍ତି ଛାତ୍ର ପ୍ରତିନିଧିମାନେ। ବାଣୀବିହାରରେ ଛାତ୍ର ସଂସଦ ନିର୍ବାଚନ କରାଇବା ପାଇଁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଦାବି ଜଣାଇଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରି ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ନିର୍ବାଚନ କରାଇବା ପାଇଁ କହିବାକୁ ସେମାନେ କହିଛନ୍ତି। ପିଜି କାଉନସିଲ୍ ବୈଠକରେ ବାଣୀବିହାରରେ ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ହେବନାହିଁ ବୋଲି ଘୋଷଣା କରାଯାଇଛି। ତେବେ ପିଜି କାଉନସିଲର ଏହି ନିଷ୍ପତ୍ତିକୁ ଛାତ୍ରଛାତ୍ରୀମାନେ ବିରୋଧ କରିଛନ୍ତି।

Related story