ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ବ୍ରହ୍ମପୁର: ଭିଜିଲାନ୍ସ ଜାଲରେ ଫରେଷ୍ଟ୍ ରେଞ୍ଜର। ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଫରେଷ୍ଟ୍ ରେଞ୍ଜର ପ୍ରସନ୍ନ ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ତାଙ୍କ ଘର ଓ ଅଫିସ୍ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଇଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।