ଶୀତର ପ୍ରକୋପ ଜାରି, ଫୁଲବାଣୀରେ ତାପମାତ୍ରା ୮ ଡିଗ୍ରୀ

କନ୍ଧମାଳ: ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଘନ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୀତରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଫୁଲବାଣୀର ତାପମାତ୍ରା ସର୍ବନିମ୍ନ ୮ ଡିଗ୍ରୀ ସେଲିସିୟସ ରହୁଛି। ଜିଲ୍ଲାର ଆଭ୍ୟନ୍ତରୀଣ ଓ ପାହାଡିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ରହିଛି। ସକାଳୁ କାକର ସାଙ୍ଗକୁ କୁହୁଡି ଯୋଗୁଁ ଲୋକେ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ରାତି ହୋଇଗଲେ ରାସ୍ତାଘାଟ ଶୂନଶାନ ହୋଇଯାଉଛି।

winterr

winterr

Rakesh Mallick
  • Published: Monday, 28 November 2016
  • Updated: 28 November 2016, 01:01 PM IST

Sports

Latest News

କନ୍ଧମାଳ: ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଘନ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୀତରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଫୁଲବାଣୀର ତାପମାତ୍ରା ସର୍ବନିମ୍ନ ୮ ଡିଗ୍ରୀ ସେଲିସିୟସ ରହୁଛି।

ଜିଲ୍ଲାର ଆଭ୍ୟନ୍ତରୀଣ ଓ ପାହାଡିଆ ଅଞ୍ଚଳରେ ଶୀତର ପ୍ରକୋପ ଅଧିକ ରହିଛି। ସକାଳୁ କାକର ସାଙ୍ଗକୁ କୁହୁଡି ଯୋଗୁଁ ଲୋକେ ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ରାତି ହୋଇଗଲେ ରାସ୍ତାଘାଟ ଶୂନଶାନ ହୋଇଯାଉଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos