କରୋନାରେ ଆକ୍ରାନ୍ତ ହେଲେ ୨ ନର୍ସ

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର କୋଭିଡ୍ ହସ୍ପିଟାଲରେ କାର୍ଯ୍ୟରତ ଥିବା ୨ ଜଣ ନର୍ସ କରୋନା ପଜିଟିଭ ଚିହ୍ନଟ  ହୋଇଛନ୍ତି । ଏନେଇ ବାଲେଶ୍ୱର ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ ୨ ନର୍ସ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ହସ୍ପିଟାଲ୍‌ର  ଅନ୍ୟ କର୍ମଚାରୀ ପର୍ଯ୍ୟାୟକ୍ରମେ କ୍ୱାରେଣ୍ଟାଇନ୍‌ରେ ରହୁଛନ୍ତି। ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍ ୧୪ ଦିନ ଲେଖାଏଁ କ୍ୱାରେଣ୍ଟାଇନ୍‌ରେ ରହୁଥିବା ଜଣାଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି। […]

corona-1

corona-1

Niharika Rout
  • Published: Friday, 29 May 2020
  • Updated: 29 May 2020, 01:45 PM IST

Sports

Latest News

ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର କୋଭିଡ୍ ହସ୍ପିଟାଲରେ କାର୍ଯ୍ୟରତ ଥିବା ୨ ଜଣ ନର୍ସ କରୋନା ପଜିଟିଭ ଚିହ୍ନଟ  ହୋଇଛନ୍ତି । ଏନେଇ ବାଲେଶ୍ୱର ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ ୨ ନର୍ସ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ହସ୍ପିଟାଲ୍‌ର  ଅନ୍ୟ କର୍ମଚାରୀ ପର୍ଯ୍ୟାୟକ୍ରମେ କ୍ୱାରେଣ୍ଟାଇନ୍‌ରେ ରହୁଛନ୍ତି। ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍ ୧୪ ଦିନ ଲେଖାଏଁ କ୍ୱାରେଣ୍ଟାଇନ୍‌ରେ ରହୁଥିବା ଜଣାଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮୮୭ ସୁସ୍ଥ ହୋଇ ସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ସେହିଭଳି ୮୨୭ଜଣ ଚିକିତ୍ସିତ ହେଉଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story