ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କା; ୨୩ ମୃତ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଔରେୟାରେ ଦୁଇଟି ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଟ୍ରକ୍‌ରେ ସବାର ହୋଇଥିବା ସମସ୍ତ ଶ୍ରମିକ ରାଜସ୍ଥାନ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

Migrants

Migrants

Jitendra Garnayak
  • Published: Saturday, 16 May 2020
  • Updated: 16 May 2020, 09:31 AM IST

Sports

Latest News

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଔରେୟାରେ ଦୁଇଟି ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨୩ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଟ୍ରକ୍‌ରେ ସବାର ହୋଇଥିବା ସମସ୍ତ ଶ୍ରମିକ ରାଜସ୍ଥାନ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos