କନ୍ଧମାଳ: ମାଓବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ ବେଳେ ୬ ଜଣ ନିରୀହ ଲୋକଙ୍କ ମୃତ୍ୟୁ ଘଟଣାର ତଦନ୍ତ ପାଇଁ ଆଜି କନ୍ଧମାଳ ଯିବେ ଅନୁସୂଚିତ ଜାତି ଆୟୋଗର ରାଷ୍ଟ୍ରୀୟ ଅଧ୍ୟକ୍ଷ ପି.ଏଲ୍ ପୁନିଆଁ । ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ବାଲିଗୁଡ଼ା ବ୍ଳକ୍ ଗୁମୁଡ଼ୁମାହା ଗସ୍ତ କରି ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେଠାରେ ସେ ସ୍ଥାନୀୟ ଲୋକ ଓ ଜିଲ୍ଲା ପ୍ରଶାସନର କିଛି ଅଧିକାରୀଙ୍କୁ ଭେଟି ଆଲୋଚନା କରିବେ। କେଉଁ ପରିସ୍ଥିତିରେ ପୋଲିସ୍ ଗୁଳିରେ ନିରୀହ ଜନତାଙ୍କ ଜୀବନ ଗଲା, ତାହାର ତଦନ୍ତ କରିବେ ପୁନିଆଁ। ନକ୍ସଲ ଦମନ ନାଁରେ ଯବାନଙ୍କ ଗୁଳିରେ ନିରୀହ ଜନତାଙ୍କ ମୃତ୍ୟୁ ହେଉଥିବା ଅଭିଯୋଗ ପରେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଜନଜାତି ଆୟୋଗ ପି.ଏଲ୍ ପୁନିଆଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ପ୍ଲାଟଫର୍ମରେ ଶୋଉଥିଲା, ଟ୍ରେନରେ ଦୁଷ୍କର୍ମ ପରେ ମାରୁଥିଲା
ଅଭିଯୁକ୍ତ ଜଣକ ବିଭିନ୍ନ ଷ୍ଟେସନର ପ୍ଲାଟଫର୍ମରେ ଶୋଉଥିଲା। ସୁବିଧା ଦେଖି ବିଭିନ୍ନ ଟ୍ରେନରେ ଚଢ଼ୁଥିଲା। ଏହି ସମୟରେ ଏକାକୀ ଯାତ୍ରା କରୁଥିବା ଲୋକଙ୍କୁ ସେ ଟାର୍ଗେଟ କରୁଥିଲା।
Crime
ଗଣଦୁଷ୍କର୍ମ ପରେ ନର୍ସଙ୍କ ଗୁପ୍ତାଙ୍ଗରେ ଲଙ୍କା ଗୁଣ୍ତ ଓ ବାଡ଼ି ଭର୍ତ୍ତି କରିଦେଲେ!
ନର୍ସଙ୍କ ଗୁପ୍ତାଙ୍ଗରେ ସେମାନେ ଲଙ୍କା ଗୁଣ୍ଡ ଓ ବାଡ଼ି ପୂରାଇ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି।
Politics
ମହାରାଷ୍ଟ୍ର ବିପର୍ଯ୍ୟୟ ପାଇଁ କଂଗ୍ରେସକୁ ଦାୟୀ କଲା ଟିମ ଠାକରେ
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିରୋଧୀ ମେଣ୍ଟ ଏମଭିଏର ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ କଂଗ୍ରେସକୁ ଦାୟୀ କରିଛି ଟିମ ଠାକରେ।
Politics
ମୁଖ୍ୟମନ୍ତ୍ରୀ ପଦ ସହ ଅଧା କ୍ୟାବିନେଟ ନିଜ ପାଖରେ ରଖିବ ବିଜେପି, ସିନ୍ଦେ ସେନାକୁ ମିଳିବ...
ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସଂଖ୍ୟା ସର୍ବାଧିକ ୪୩ ହୋଇପାରିବ। ଏହା ମଧ୍ୟରୁ ଅଧା ବିଭାଗ ବିଜେପି ନିଜ ପାଖରେ ରଖିବ ବୋଲି କୁହାଯାଉଛି।
Politics
ଝାଡ଼ଖଣ୍ଡରେ ନୂଆ ସରକାର, ଶପଥ ନେଲେ ହେମନ୍ତ ସୋରେନ
ଝାଡଖଣ୍ଡର ୧୪ଶ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ହେମନ୍ତ ସୋରେନ। ଶକ୍ତି ପ୍ରଦର୍ଶନ କଲା ଇଣ୍ଡିଆ ମେଣ୍ଟ।