ଭୁବନେଶ୍ୱର: ଗ୍ରୀଷ୍ମ ଆରମ୍ଭରୁ ରାଜ୍ୟରେ ଉତ୍କଟ ହୋଇଛି ପାନୀୟ ଜଳ ସମସ୍ୟା। ଏହି ପ୍ରସଙ୍ଗକୁ ନେଇ ଆଜି ବିଧାନସଭାରେ ଆଲୋଚନା ହୋଇପାରେ। ଗତକାଲି ବିରୋଧୀ କଂଗ୍ରେସ ପକ୍ଷରୁ ପାନୀୟ ଜଳ ସଙ୍କଟରେ ଓଡ଼ିଶା, ରାଜ୍ୟବାସୀ ହନ୍ତସନ୍ତ, ସରକାର ନୀରବ ଶୀର୍ଷକରେ ମୁଲତବି ନୋଟିସ୍ ଅଣାଯାଇଥିଲା।
ସେହିପରି କଳାହାଣ୍ଡି ଜିଲ୍ଲା ନର୍ଲାରୁ ରେଳ ୱାଗନ୍ ମରାମତି ଫାକ୍ଟ୍ରି ସ୍ଥାନାନ୍ତରକୁ ନେଇ ଗୃହରେ ବିଜେଡି ବିରୋଧ ପ୍ରଦର୍ଶନ କରିଥିଲା। କଂଗ୍ରେସ ମଧ୍ୟ ଏହି ପ୍ରସଙ୍ଗରେ ଗୃହରେ ସ୍ୱତନ୍ତ୍ର ଆଲୋଚନା ପାଇଁ ଦାବି କରିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ମୁମ୍ବାଇ ୨୬/୧୧ ହମଲାକୁ ପୂରିଲା ୧୬ ବର୍ଷ: ଆତଙ୍କୀଙ୍କୁ କଡ଼ା ବାର୍ତ୍ତା ଦେଲେ ମୋଦି
ମୁମ୍ବାଇ ୨୬/୧୧ ହମଲାର ୧୬ ବର୍ଷ ପୂର୍ତ୍ତିରେ ଆତଙ୍କବାଦୀ ଓ ସେମାନଙ୍କ ଆକ୍କାମାନଙ୍କୁ କଡ଼ା ବାର୍ତ୍ତା ଦେଇଛନ୍ତି ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Crime
ସର୍ଭିସ ଆପାର୍ଟମେଣ୍ଟକୁ ଏକାଠି ଯାଇଥିଲେ, ୩ ଦିନ ପରେ ମିଳିଲା ପ୍ରେମିକାଙ୍କ ମୃତଦେହ
ଆପାର୍ଟମେଣ୍ଟ ଭିତରୁ ୩ ଦିନ ପରେ ମିଳିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ। ତାଙ୍କ ପ୍ରେମିକ ସେଠାରେ ନଥିବାରୁ ସେ ହିଁ ପୂରା ଘଟଣାର କାର୍ପଟଦାର ବୋଲି ପୁଲିସ ସନ୍ଦେହ କରୁଛି।
National
ରାହୁଲ ଗାନ୍ଧିଙ୍କ ଦ୍ୱୈତ ନାଗରିକତା ପ୍ରସଙ୍ଗ: କେନ୍ଦ୍ରକୁ ଜବାବ ମାଗିଲେ କୋର୍ଟ
ଆଜିର ଏହାର ଶୁଶାଣି ବେଳେ କେନ୍ଦ୍ର ସରକାର ଘଟଣାର ଯାଞ୍ଚ କରୁଥିବା କୋର୍ଟଙ୍କୁ ଅବଗତ କରାଇଛନ୍ତି। ଏହା ଶୁଣିବା ପରେ କୋର୍ଟ କେନ୍ଦ୍ର ସରକାରଙ୍କୁ ବିସ୍ତୃତ ତଥ୍ୟ ଦେବାକୁ ୩ ସପ୍ତାହର ସମୟ ଦେଇଛନ୍ତି।
National
ରାସ୍ତାରେ ବହିଲା ରକ୍ତର ସ୍ରୋତ! ଲୋକେ ଭୟଭୀତ
ରାସ୍ତାରେ ଯେମିତି ରକ୍ତର ସ୍ରୋତ ଚାଲିଛି ବୋଲି ଆଶଙ୍କା କରି ଲୋକମାନେ ପୂରା ଆତଙ୍କିତ ହୋଇପଡ଼ିଥିଲେ।