ଭୁବନେଶ୍ୱର: ଆଜିଠାରୁ ବେଙ୍ଗଲୁରୁରେ ପୁଞ୍ଜିନିବେଶ ସମାବେଶ ଆରମ୍ଭ ହୋଇଛି। ରାଜ୍ୟରେ ଶିଳ୍ପାୟନର ବାତାବରଣ ସୃଷ୍ଟି କରିବା ପାଇଁ ଓଡ଼ିଶା ସରକାର ନୂଆ ପ୍ରୟାସ ଆରମ୍ଭ କରିଛନ୍ତି। ଏଥିରେ ଇଞ୍ଜିନିୟରିଂ, ସୂଚନା ପ୍ରଯୁକ୍ତି, ବିମାନ ଚଳାଚଳ, ବୟନ ଶିଳ୍ପ, ମୃଦୁ ପାନୀୟ, ପରିବହନ, ଟେଲିକମ୍, ପ୍ରତିରକ୍ଷା ଓ ଖାଉଟି ସାମଗ୍ରୀ ସହ ସମ୍ପୃକ୍ତ ୨୫୦ଟି ଶିଳ୍ପାନୁଷ୍ଠାନର ପ୍ରତିନିଧିମାନେ ଯୋଗଦେଇଛନ୍ତି।
ସମ୍ମିଳନୀରେ ଶିଳ୍ପମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର, ଆଇଟି ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ, ଉନ୍ନୟନ କମିଶନର ୟୁଏନ୍ ବେହେରା, ଶିଳ୍ପ, ଆଇଟି, ଏମ୍ଏସ୍ଏମ୍ଇ ବିଭାଗର ସଚିବ, ଇଡକୋ ଓ ଇପିକଲର ପ୍ରତିନିଧିମାନେ ସାମିଲ ହୋଇଛନ୍ତି।
ବେଙ୍ଗଲୁରୁର ପ୍ରତିଷ୍ଠିତ ନିବେଶକ ଓ କମ୍ପାନୀଗୁଡ଼ିକୁ ଆକୃଷ୍ଟ କାରିବା ପାଇଁ ଓଡ଼ିଶା ଟିମ୍ ସେଠାରେ କ୍ୟାମ୍ପ ପକାଇଛି।
ଆସନ୍ତାକାଲି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Business
ଦେଶର ଜିଡିପି ଅଭିବୃଦ୍ଧି ହାର ଦୁଇ ବର୍ଷରେ ସର୍ବନିମ୍ନ
ଚଳିତ ଆର୍ଥିକ ବର୍ଷର ଜୁଲାଇ-ସେପ୍ଟେମ୍ବର ତ୍ରୈମାସରେ ଦେଶର ଜିଡିପି ଅଭିବୃଦ୍ଧି ହାର ୫.୪ ପ୍ରତିଶତକୁ ଖସିଛି। ଉତ୍ପାଦନ କ୍ଷେତ୍ରର ଖରାପ ପ୍ରଦର୍ଶନ ଯୋଗୁଁ ଅର୍ଥନୀତି କ୍ଷେତ୍ରରେ ଘଟିଛି ଅବନତୀ।
Crime
ପ୍ରେମିକାକୁ ହତ୍ୟା କରି ମୃତଦେହ ସହ ଦୁଇଦିନ ବିତାଇଲା ଅଭିଯୁକ୍ତ
ସୋଶାଲ ମିଡିଆରେ ମିଶିବା ପରେ ବଢ଼ିଥିଲା ପ୍ରେମ ସମ୍ପର୍କ। ରାଜ୍ୟ ବାହାରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କରିଛି ପୁଲିସ।
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।