ଭୁବନେଶ୍ୱର: ଆଜି ୱାର୍ଲ୍ଡ ଫ୍ରେଣ୍ଡ୍ସିପ୍ ଡେ’ ବା ବିଶ୍ୱ ବନ୍ଧୁତ୍ୱ ଦିବସ। ପ୍ରତିବର୍ଷ ଅଗଷ୍ଟ ମାସର ପ୍ରଥମ ରବିବାରକୁ ବନ୍ଧୁତ୍ୱ ଦିବସ ଭାବେ ପାଳନ କରାଯାଏ। ବନ୍ଧୁତ୍ୱ ହେଉଛି ଭଗବାନଙ୍କ ଶ୍ରେଷ୍ଠ ଉପହାର। ସାମାଜିକ ଜୀବନରେ ଏହି ସମ୍ପର୍କ ହେଉଛି ଅତି ନିବିଡ଼।
ବନ୍ଧୁଙ୍କ ପାଇଁ ଆଜିର ଦିନକୁ ପାଳନ କରାଯାଏ। ବନ୍ଧୁତ୍ୱର କିଛି ସ୍ମୃତିକୁ ତାଜା କରିବାକୁ ଯୁବପିଢୀ ଏହି ଦିବସକୁ ପାଳନ କରିଥାଆନ୍ତି। ଏହି ଦିନ କାର୍ଡ, ଗିଫଟ୍ ଓ ଫୁଲ ଦୋକାନମାନଙ୍କରେ ଭିଡ଼ ଦେଖିବାକୁ ମିଳିଥାଏ। ପରସ୍ପରକୁ ଶୁଭେଚ୍ଛା ବାର୍ତ୍ତା ଦେଇ ଉପହାର ଆଦାନ ପ୍ରଦାନ କରି ଏହି ଦିବସକୁ ପାଳନ କରାଯାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷ ଘଣ୍ଟାରେ ପଡ଼ିଛି ୭୬ ଲକ୍ଷ ଭୋଟ! ମହାରାଷ୍ଟ୍ର ନିର୍ବାଚନରେ ଅନିୟମିତତା ଅଭିଯୋଗ ଆଣିଲା କଂଗ୍ରେସ
ମହାରାଷ୍ଟ୍ରରେ ଭୋଟ ଗ୍ରହଣ ଏବଂ ଗଣନା ପ୍ରକ୍ରିୟାରେ ଗୁରୁତର ଅନିୟମିତତା ହୋଇଥିବା ନେଇ ନିର୍ବାଚନ ଆୟୋଗଙ୍କୁ ଚିଠି ଲେଖିଲା କଂଗ୍ରେସ। ମାତ୍ର ୫ ମାସ ମଧ୍ୟରେ ମହାରାଷ୍ଟ୍ର ଭୋଟର ତାଲିକାରେ ପ୍ରାୟ ୪୭ ଲକ୍ଷ ନୂଆ ଭୋଟରଙ୍କୁ ଯୋଡ଼ା ଯାଇଥିବା ଅଭିଯୋଗ।
Science & Environment
ଘରେ ଲାଗିଛି ୧୫ ହଜାର ଗଛ, ଦିଲ୍ଲୀରେ ଥାଇ ବି ପ୍ରଦୂଷଣମୁକ୍ତ
ରକ୍ତ କର୍କଟରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀ ଛାଡ଼ି ଚାଲିଯିବାକୁ ପରାମର୍ଶ ଦେଇଥିଲେ ଡାକ୍ତର।
Accident
ଓଲଟି ପଡ଼ିଲା ବସ୍; ୧୦ ଯାତ୍ରୀ ମୃତ, ୩୦ରୁ ଊର୍ଦ୍ଧ୍ୱ ଆହତ
ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା।
Politics
ମହାରାଷ୍ଟ୍ରରେ ଟ୍ୱିଷ୍ଟ୍; ସରକାର ଗଠନ ପୂର୍ବରୁ ଗାଁକୁ ପଳେଇଲେ ସିନ୍ଦେ
ମହାୟୁତି ମହାମେଣ୍ଟର ବୈଠକ ବାତିଲ୍।
National
ଜାମା ମସଜିଦ ସର୍ଭେ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ
ଉତ୍ତରପ୍ରଦେଶ ଜାମା ମସଜିଦ ସର୍ଭେକୁ ନେଇ ପାଞ୍ଚ ଜଣକ ମୃତ୍ୟୁ ପରେ ଟ୍ରାଏଲ କୋର୍ଟଙ୍କ କାର୍ଯ୍ୟାନୁଷ୍ଠାନକୁ ସ୍ଥଗିତ ରଖିଛନ୍ତି ସର୍ବୋଚ୍ଚ ଅଦାଲତ।