ଆଜି ମରୁଡି ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:  ରାଜ୍ୟ ମରୁଡି ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଅପରାହ୍ନରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର, ରାଜସ୍ୱ ଓ ଜଳ ସଂପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ। କମ୍ ବର୍ଷା ଯୋଗୁଁ ରାଜ୍ୟର ୯ଟି ଜିଲ୍ଲାରେ ସୃଷ୍ଟି ହୋଇଥିବା ମରୁଡି ସ୍ଥିତି ନେଇ ବୈଠକରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ପାଣିପାଗ ବିଭାଗ ସୂଚନା ଅନୁସାରେ, ୧୬ଟି […]

Naveen Patnaik

Naveen Patnaik

Rakesh Mallick
  • Published: Monday, 14 September 2015
  • Updated: 14 September 2015, 07:45 AM IST

ଭୁବନେଶ୍ୱର:  ରାଜ୍ୟ ମରୁଡି ସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଅପରାହ୍ନରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କୃଷି ସଚିବ, ସ୍ୱତନ୍ତ୍ର ରିଲିଫ କମିଶନର, ରାଜସ୍ୱ ଓ ଜଳ ସଂପଦ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ରହିବେ। କମ୍ ବର୍ଷା ଯୋଗୁଁ ରାଜ୍ୟର ୯ଟି ଜିଲ୍ଲାରେ ସୃଷ୍ଟି ହୋଇଥିବା ମରୁଡି ସ୍ଥିତି ନେଇ ବୈଠକରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ପାଣିପାଗ ବିଭାଗ ସୂଚନା ଅନୁସାରେ, ୧୬ଟି ଜିଲ୍ଲାରେ ସ୍ୱାଭାବିକଠାରୁ କମ୍ ବର୍ଷା ରେକର୍ଡ କରାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ନିଅଣ୍ଟିଆ ବର୍ଷା ହୋଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story