ଭୁବନେଶ୍ୱର: ବିଧାନସଭାରେ ଅଚଳାବସ୍ଥା ଦୂର କରିବା ଲାଗି ଆଜି ପୁଣି ବାଚସ୍ପତିଙ୍କ ନିରଞ୍ଜନ ପୂଜାରୀଙ୍କ ନେତୃତ୍ୱରେ ସର୍ବଦଳୀୟ ବୈଠକ ବସିଛି। କିନ୍ତୁ ବୈଠକରେ ବିରୋଧୀ ଦଳ ନେତା ନରସିଂହ ମିଶ୍ର ଓ ବିଜେପି ବିଧାୟକ ଦଳ ନେତା ଯୋଗ ଦେଇ ନାହାନ୍ତି। ବିଜେପି ବିଧାୟକ ରବି ନାଏକ ଉପସ୍ଥିତ ଥିବା ଜଣାପଡ଼ିଛି।
ଗୃହକୁ ସ୍ୱାଭାବିକ କରିବା ଲାଗି ଗତକାଲି ୩ଟି ପର୍ଯ୍ୟାୟରେ ସର୍ବଦଳୀୟ ବୈଠକ ଡକାଯାଇଥିଲା। ତେବେ ପ୍ରଥମ ଦୁଇଟି ପର୍ଯ୍ୟାୟରେ ବିରୋଧୀ ଦଳ ନେତା ଯୋଗ ଦେଇ ନ ଥିଲେ ମଧ୍ୟ ତୃତୀୟଟିରେ ଯୋଗ ଦେଇଥିଲେ। ଏହି ତିନୋଟି ପର୍ଯ୍ୟାୟ ବୈଠକରେ ସନ୍ତୋଷଜନକ ଆଲୋଚନା ହୋଇଛି କିନ୍ତୁ କୌଣସି ନିର୍ଯ୍ୟାସ ବାହାରି ନ ଥିବା ବାଚସ୍ପତି କହିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
ଝୁଲି ପଡ଼ିଲେ ଏୟାର ଇଣ୍ଡିଆ ପାଇଲଟ
୨ ବର୍ଷ ତଳେ ସୃଷ୍ଟି ଓ ଆଦିତ୍ୟ ପରସ୍ପରକୁ ପ୍ରଥମଥର ଦିଲ୍ଲୀରେ ଦେଖା ହୋଇଥିଲେ। ଏହି ସମୟରେ ଉଭୟ ବ୍ୟବସାୟିକ ବିମାନ ପାଇଲଟର ଲାଇସେନ୍ସ ପାଇଁ ଟ୍ରେନିଂ ନେଉଥିଲେ। ପ୍ରଥମେ ବନ୍ଧୁତା ଓ ପରେ ଉଭୟଙ୍କ ମଧ୍ୟରେ ପ୍ରେମ ହୋଇଥିଲା।
National
ପୁଣି ଡିଜିଟାଲ ଆରେଷ୍ଟ: ଏଥର ୫ ଲକ୍ଷ ହରାଇଲେ ପୂର୍ବତନ ସେନା ଅଧିକାରୀ
ଜଣେ ପୂର୍ବତନ ସେନା ଅଧିକାରୀ ସାଇବର ଠକଙ୍କ ଡିଜିଟାଲ ଆରେଷ୍ଟର ଶିକାର ହୋଇଛନ୍ତି। ଡିଜିଟାଲ ଆରେଷ୍ଟ କରି ସାଇବର ଠକମାନେ ତାଙ୍କ ଠାରୁ ୫ ଲକ୍ଷ ଟଙ୍କା ନେଇ ଯାଇଛନ୍ତି।
Accident
ଗୋରୁ ଚରାଉଥିବା ବେଳେ ୫ ମହିଳାଙ୍କୁ ଦଳିଦେଲା କାର୍
କାର୍ ଧକ୍କାରେ ପ୍ରାଣ ହରାଇଥିବା ସମସ୍ତ ମହିଳାଙ୍କ ବୟସ ୫୦ ବର୍ଷରୁ ଅଧିକ। ସେମାନେ ରାସ୍ତା କଡ଼ରେ ନିଜର ଗୋରୁଙ୍କୁ ଚରାଉଥିବା ବେଳେ ଏଭଳି ଘଟଣା ଘଟିଛି।
National
ଫାର୍ମା କମ୍ପାନୀର ଲ୍ୟାବରୁ ବିଷାକ୍ତ ଗ୍ୟାସ୍ ଲିକ: ଜଣେ ମୃତ, ୮ ହସ୍ପିଟାଲରେ ଭର୍ତ୍ତି
ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଲୋକମାନେ ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରୁଥିବା ଜଣାପଡ଼ିଛି।
National
ଦୁଇ ମଦୁଆ, ୨ ବିଚାରପତି ଓ ମଝି ଆକାଶରେ ହାଇଡ୍ରାମା
ରବିବାର ରାତିରେ ସେମାନେ ବିମାନରେ ବସିଥିବା ବେଳେ ସୋମବାର ସକାଳେ ସେମାନଙ୍କୁ ଏକାଧିକ ମାମଲାର ଶୁଣାଣି କରିବାର ଥିଲା।